24.1 C
Bhubaneswar
Wednesday, March 11, 2026
Homeଓଡିଶାରାଜ୍ୟରେ କୌଣସି ସ୍ଥାନରେ ବନ୍ୟା ସ୍ଥିତି ନାହିଁ: ସର୍ବୋଚ୍ଚ ଯନ୍ତ୍ରୀ

ରାଜ୍ୟରେ କୌଣସି ସ୍ଥାନରେ ବନ୍ୟା ସ୍ଥିତି ନାହିଁ: ସର୍ବୋଚ୍ଚ ଯନ୍ତ୍ରୀ

ଭୁବନେଶ୍ୱର: ରାଜ୍ୟରେ କୌଣସି ସ୍ଥାନରେ ବନ୍ୟା ସ୍ଥିତି ନାହିଁ। ସେ କହିଛନ୍ତି ଯେ ଆଜି ମୁଣ୍ଡଳି ଠାରେ ୪.୪୭ ଲକ୍ଷ କ୍ୟୁସେକ୍ ଜଳ ପ୍ରବାହିତ ହେଉଛି। ଏଠାରେ ଜଳ ପ୍ରବାହ ଏବେ ସ୍ଥିର ଅଛି। ଆଗକୁ ଏହା ଆହୁରି କମିଯିବ। ଖୋଲାଯାଇଥିବା ୨୦ଟି ଗେଟ୍ ରୁ ଏବେ ହୀରାକୁଦର ୪ଟି ଗେଟ୍ ବନ୍ଦ କରାଯାଇଛି।ମୟୂରଭଞ୍ଜ ଜିଲ୍ଲାରେ କିଛି ମାତ୍ରାରେ ବର୍ଷା ହୋଇଛି। ସୁବର୍ଣ୍ଣରେଖାରେ ଜଳସ୍ତର ବଢି ସତର୍କ ସଂକେତ ଉପରେ ପ୍ରବାହିତ ହେଉଛି। ହେଲେ ବିପଦ ସଂକେତ ଟପିବ ନାହିଁ। ଏନେଇ ଜଳ ସମ୍ପଦ ବିଭାଗ ସର୍ବୋଚ୍ଚ ଯନ୍ତ୍ରୀ ଚନ୍ଦ୍ରଶେଖର ପାଢ଼ୀଙ୍କ ସୂଚନା ଦେଇଛନ୍ତି

5,005FansLike
2,475FollowersFollow
12,700SubscribersSubscribe

HOT NEWS

Breaking