19.1 C
Bhubaneswar
Tuesday, December 9, 2025
Homeଓଡିଶାନଦୀରେ ବନ୍ୟା ସ୍ଥିତି ନାହିଁ: ସର୍ବୋଚ୍ଚ ଯନ୍ତ୍ରୀ

ନଦୀରେ ବନ୍ୟା ସ୍ଥିତି ନାହିଁ: ସର୍ବୋଚ୍ଚ ଯନ୍ତ୍ରୀ

ଭୁବନେଶ୍ୱର: କୌଣସି ନଦୀରେ ବନ୍ୟା ସ୍ଥିତି ନାହିଁ କହିଲେ ସର୍ବୋଚ୍ଚ ଯନ୍ତ୍ରୀ ।  ବୁଢାବଳଙ୍ଗ ବୈତରଣୀ ସମେତ ପ୍ରମୁଖ ନଦୀ ବିପଦ ସଙ୍କେତ ତଳେ । କେବଳ ଜଳକା ନଦୀ ବିପଦ ସଙ୍କେତ ଉପରେ ଅଛି, କିନ୍ତୁ କମୁଛି । ଆଗାମୀ  ଦିନ ଯାଏଁ ବର୍ଷା ନଥିବାରୁ ସ୍ଥିତିରେ ଆହୁରି  ସୁଧାର ଆସିବ । ହୀରାକୁଦ ଜଳସ୍ତର ୯ଟାସୁଦ୍ଧା ୬୨୬.୩୫ ଫୁଟ ଅଛି । ୪ଟି ଗେଟ ବନ୍ଦ କରାଯାଇଛି , ୨୦ଟି ଗେଟ ଦେଇ ଜଳ ନିଷ୍କାସନ ହେଉଛି । ୩ ଲକ୍ଷ ୮୫ ହଜାର କ୍ୟୁସେକ ପ୍ରବେଶ, ୪ ଲକ୍ଷ ୨୪ ହଜାର କ୍ୟୁସେକ ନିଷ୍କାସିତ ହେଉଛି । କାଲି ମୁଣ୍ଡଳୀରେ ସଂଧ୍ୟା ୬ଟାରେ ୫ ଲକ୍ଷ ୫୦ ହଜାର କ୍ୟୁସେକ ଜଳ ପ୍ରବାହିତ ହେବ ।

LEAVE A REPLY

Please enter your comment!
Please enter your name here

5,005FansLike
2,475FollowersFollow
12,700SubscribersSubscribe

Most Popular

HOT NEWS

Breaking