ରାଜ୍ୟରେ ବର୍ତ୍ତମାନ ବନ୍ୟା ସ୍ଥିତି ଉପୁଜିନି

ଭୁବନେଶ୍ୱର : ବଙ୍ଗୋପସାଗରରେ ଶନିବାର ଆଉ ଏକ ଲଘୁଚାପ ସୃଷ୍ଟି ହେବାରୁ ଗାଙ୍ଗେୟ ପଶ୍ଚିମବଙ୍ଗ ଏବଂ ଝାଡ଼ଖଣ୍ଡ ଉପରେ ଏହି ଲଘୁଚାପ କେନ୍ଦ୍ରୀଭୂତ ରହିଛି। ଲଘୁଚାପ ପ୍ରଭାବରେ ରାଜ୍ୟର ବିଭିନ୍ନ ଅଞ୍ଚଳରେ ବର୍ଷା ଜାରି ରହିଛି। ତେବେ ରାଜ୍ୟରେ ଏବେ ସୁଦ୍ଧା ବନ୍ୟା ସ୍ଥିତି ଉପୁଜିନଥିବା କହିଛନ୍ତି ଜଳସମ୍ପଦ ବିଭାଗ ସର୍ବୋଚ୍ଚ ଯନ୍ତ୍ରୀ ଭକ୍ତରଞ୍ଜନ ମହାନ୍ତି। ଭକ୍ତରଞ୍ଜନ ମହାନ୍ତିଙ୍କ କହିବା ଅନୁସାରେ, ନଦୀ ଗୁଡ଼ିକ ବିପଦ ସଂକେତ ତଳେ ପ୍ରବାହିତ ହେଉଛି। ଅତ୍ୟଧିକ ବର୍ଷା ଯୋଗୁଁ କେବଳ … Continue reading ରାଜ୍ୟରେ ବର୍ତ୍ତମାନ ବନ୍ୟା ସ୍ଥିତି ଉପୁଜିନି