26.1 C
Bhubaneswar
Saturday, July 5, 2025
Homeଓଡିଶାବାତ୍ୟା ନୁହେଁ, କେବଳ ବର୍ଷା

ବାତ୍ୟା ନୁହେଁ, କେବଳ ବର୍ଷା

ଭୁବନେଶ୍ୱର: ବଙ୍ଗୋପସାଗରରେ ଲଘୁଚାପ କ୍ଷେତ୍ର ସୃଷ୍ଟି ହେବା ଫଳରେ ୧୭ ଯାଏଁ ବର୍ଷା ହେବାର ସମ୍ଭାବନା ରହିଛି । ଏନେଇ ଆଇଏମଡି ମହାନିର୍ଦ୍ଦେଶକ ମୃତ୍ୟୁଂଜୟ ମହାପାତ୍ର ସୂଚନା ପ୍ରଦାନ କରି କହିଛନ୍ତି, ଆଜି ଓ ଆସନ୍ତାକାଲି ଉପକୂଳ ଓଡିଶାରେ ବର୍ଷା ହେବ । ପରେ ଆଭ୍ୟନ୍ତରୀଣ ଓଡିଶାରେ ବର୍ଷା ହେବ । ଏହା କୌଣସି ବାତ୍ୟା ନୁହେଁ । ଏହା ଲଘଉଚାପ କ୍ଷେତ୍ର ହୋଇ ଉପକୂଳ ଅତିକ୍ରମ କରିବ । କେବଳ ବର୍ଷା ହେବ । ଉପକୂଳରେ ୪୦ରୁ ୫୦ କିମି ବେଗରେ ପବନ ହେବାର ସମ୍ଭାବନା ରହିଛି । ଫଳରେ ମତ୍ସଜୀବୀଙ୍କୁ ସମୁଦ୍ର ଭିତରକୁ ନଯିବାକୁ ପରାମର୍ଶ ଦିଆଯାଇଛି ।

LEAVE A REPLY

Please enter your comment!
Please enter your name here

5,005FansLike
2,475FollowersFollow
12,700SubscribersSubscribe

Most Popular

HOT NEWS

Breaking