28.1 C
Bhubaneswar
Friday, April 26, 2024
Homeଓଡିଶାସୁନା ଓ ରୁପା ଦାମ୍‌ରେ ଆସିଲା ସାମାନ୍ୟ ପରିବର୍ତ୍ତନ

ସୁନା ଓ ରୁପା ଦାମ୍‌ରେ ଆସିଲା ସାମାନ୍ୟ ପରିବର୍ତ୍ତନ

ଭୁବନେଶ୍ୱର : ଆଜି ଭାରତୀୟ ବଜାରରେ ୨୨ କ୍ୟାରେଟ୍ ସୁନା ଦର ୧୦ ଗ୍ରାମ ପ୍ରତି ୪୭.୬୫୦ ଟଙ୍କା ରହିଥିବା ବେଳେ ୨୪ କ୍ୟାରେଟ୍ ସୁନା ମୂଲ୍ୟ ୧୦ ଗ୍ରାମ ପ୍ରତି ୫୨.୦୨୦ ଟଙ୍କା ରହିଛି। ଓଡ଼ିଶା ରାଜଧାନୀ ଭୁବନେଶ୍ୱରରେ ୨୨ କ୍ୟାରେଟ୍ ଓ ୨୪ କ୍ୟାରେଟ୍ ସୁନା ମୂଲ୍ୟ ୧୦ ଗ୍ରାମ ପ୍ରତି ଯଥାକ୍ରମେ ୪୭.୬୫୦ ଟଙ୍କା ଓ ୫୧.୯୮୦ ଟଙ୍କା ହୋଇଛି।

ଦେଶର ପ୍ରମୁଖ ସହର ମାନଙ୍କରେ ବି ସୁନା ଦରରେ କିଛିଟା ପରିବର୍ତ୍ତନ ଆସିଛି। ମୁମ୍ବାଇରେ ୨୨ କ୍ୟାରେଟ୍ ଓ ୨୪ କ୍ୟାରେଟ୍ ମୂଲ୍ୟ ୪୭.୬୫୦ ଟଙ୍କା ଓ ୫୧.୯୮୦ ଟଙ୍କା ଥିବା ରେକର୍ଡ ହୋଇଥିବା ବେଳେ ନୂଆଦିଲ୍ଲୀରେ ଏହି ଦର ଯଥାକ୍ରମେ ୪୭.୮୦୦ ଟଙ୍କା ଓ ୫୨.୧୪୦ ଟଙ୍କା ରହିଛି।

ଦକ୍ଷିଣ ଭାରତର ପ୍ରମୁଖ ସହର ଚେନ୍ନାଇରେ ୨୨ କ୍ୟାରେଟ୍ ମୂଲ୍ୟ ୪୭.୯୨୭ ଟଙ୍କା ଥିବା ବେଳେ ୨୪ କ୍ୟାରେଟ୍ ମୂଲ୍ୟ ୫୨.୨୮୫ ଟଙ୍କା ଥିବା ରେକର୍ଡ ହୋଇଛି । ପୂର୍ବ ଭାରତର ପ୍ରମୁଖ ସହର କୋଲକାତାରେ ଯଥାକ୍ରମେ ୪୭.୬୫୦ ଟଙ୍କା ଓ ୫୧.୯୮୦ ଟଙ୍କା ରହିଛି । ଅନ୍ୟପଟେ ଆଜି ରୁପା ମୂଲ୍ୟ ମଧ୍ୟ ବଢ଼ିଛି। ଆଜି ରୁପା କିଲୋଗ୍ରାମ ପ୍ରତି ୫୭,୪୦୦ ଟଙ୍କା ରହିଥିବା ନେଇ ରେକର୍ଡ ହୋଇଛି।

LEAVE A REPLY

Please enter your comment!
Please enter your name here

5,005FansLike
2,475FollowersFollow
12,700SubscribersSubscribe

Most Popular

HOT NEWS

Breaking