ଝାରସୁଗୁଡା ଆସନ ପାଇଁ ହେବ ଉପନିର୍ବାଚନ! କିଏ ପାଇବ ଆସନ?

ନୂଆଦିଲ୍ଲୀ: ସ୍ବାସ୍ଥ୍ୟମନ୍ତ୍ରୀ ନବକିଶୋର ଦାସଙ୍କ ମୃତ୍ୟୁ ପରେ ଖାଲି ହୋଇଛି ଝାରସୁଗୁଡ଼ା ବିଧାନସଭା ଆସନ। ଏହି ଆସନରେ ଉପନିର୍ବାଚନ ହେବାର ସମ୍ଭାବନା ରହିଛି। ଏହି ଆସନଟି ଖାଲି ହେବା ନେଇ ବିଧାନସଭା ପକ୍ଷରୁ ଭାରତୀୟ ନିର୍ବାଚନ ଆୟୋଗ (ଇସିଆଇ)ଙ୍କୁ ବିଧିବଦ୍ଧଭାବେ ଅବଗତ କରାଯିବା ପରେ ଆୟୋଗଙ୍କ ପକ୍ଷରୁ ଉପନିର୍ବାଚନ ପାଇଁ ବିଜ୍ଞପ୍ତି ପ୍ରକାଶ ପାଇବ। ୨୦୧୯ ସାଧାରଣ ନିର୍ବାଚନ ପରେ ଓଡ଼ିଶାର ଷୋଡ଼ଶ ବିଧାନସଭା ଗଠିତ ହୋଇଥିଲା। ଏହାର କାର୍ଯ୍ୟକାଳ ଶେଷ‌ ହେବାକୁ ବର୍ଷେରୁ ଅଧିକ ସମୟ … Continue reading ଝାରସୁଗୁଡା ଆସନ ପାଇଁ ହେବ ଉପନିର୍ବାଚନ! କିଏ ପାଇବ ଆସନ?