27.1 C
Bhubaneswar
Thursday, February 12, 2026
Homeଓଡିଶାକେନ୍ଦୁଝର ଓ ସୋନପୁରରେ ହେବ ଇ.ଏସ.ଆଇ ହସ୍ପିଟାଲ

କେନ୍ଦୁଝର ଓ ସୋନପୁରରେ ହେବ ଇ.ଏସ.ଆଇ ହସ୍ପିଟାଲ

ଭୁବନେଶ୍ୱର : ମୁଖ୍ୟମନ୍ତ୍ରୀ ଶ୍ରୀ ମୋହନ ଚରଣ ମାଝୀ ଦୁଇଟି ନୂଆ ଇ.ଏସ.ଆଇ ହସ୍ପିଟାଲ ସ୍ଥାପନ ପ୍ରସ୍ତାବକୁ ଅନୁମୋଦନ ଦେଇଛନ୍ତି।କେନ୍ଦୁଝର ଓ ସୋନପୂର ସହରରେ ଏହି ଦୁଇଟି ହସ୍ପିଟାଲ ପ୍ରତିଷ୍ଠା ହେବ। ଏହାଦ୍ବାରା ସ୍ଥାନୀୟ ଅଞ୍ଚଳର ଶ୍ରମିକ ଶ୍ରେଣୀର ଲୋକ ଓ ସେମାନଙ୍କ ପରିବାର ଉତ୍ତମ ସ୍ବାସ୍ଥ୍ୟ ସେବା ପାଇ ପାରିବେ ବୋଲି ମୁଖ୍ୟମନ୍ତ୍ରୀ କହିଛନ୍ତି।

5,005FansLike
2,475FollowersFollow
12,700SubscribersSubscribe

HOT NEWS

Breaking