30.1 C
Bhubaneswar
Saturday, October 5, 2024
Homeଓଡିଶାଏହି ସବୁ ଜିଲ୍ଲାରେ ପ୍ରବଳ ବର୍ଷିବ

ଏହି ସବୁ ଜିଲ୍ଲାରେ ପ୍ରବଳ ବର୍ଷିବ

ଭୁବନେଶ୍ୱର : ସକ୍ରିୟ ରହିଛି ବଙ୍ଗୋପସାଗରରେ ସୃଷ୍ଟ ଘୂର୍ଣ୍ଣିବଳୟ। ପ୍ରଭାବରେ ୫ ଦିନ ଯାଏ ରାଜ୍ୟର ବିଭିନ୍ନ ସ୍ଥାନରେ ବର୍ଷା ସମ୍ଭାବନା ରହିଛି । ତେବେ ଆଜି କେନ୍ଦୁଝର , ମୟୁରଭଞ୍ଜ, କୋରାପୁଟ ଓ ମାଲକାନଗିରିରେ ପ୍ରବଳ ବର୍ଷା ହୋଇପାରେ ବୋଲି ଭୁବନେଶ୍ୱର ଆଞ୍ଚଳିକ ପାଣିପାଗ କେନ୍ଦ୍ର ପକ୍ଷରୁ ସୂଚନା ମିଳିଛି। ୭ ତାରିଖରେ କନ୍ଧମାଳ, ଗଞ୍ଜାମ, କୋରାପୁଟ ଓ ମାଲକାନଗିରି ଜିଲାରେ କେତେକ ସ୍ଥାନରେ ପ୍ରବଳରୁ ଅତି ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି। ଏହି ସବୁ ଜିଲାରେ ରେ ୧୨ରୁ ୨୦ ସେଣ୍ଟିମିଟର ପର୍ୟ୍ୟନ୍ତ ବର୍ଷା ହୋଇପାରେ। ସେହିପରି ମୟୂରଭଞ୍ଜ, କେନ୍ଦୁଝର, କଟକ, ଖୋର୍ଦ୍ଧା, ପୁରୀ, ନୟାଗଡ, ଗଜପତି, ରାୟଗଡା ଓ କଳାହାଣ୍ଡି ଜିଲାରେ କେତେକ ସ୍ଥାନରେ ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି।

LEAVE A REPLY

Please enter your comment!
Please enter your name here

5,005FansLike
2,475FollowersFollow
12,700SubscribersSubscribe

Most Popular

HOT NEWS

Breaking