ଶ୍ରୀମନ୍ଦିରରେ ଦିବ୍ୟାଙ୍ଗଙ୍କ ନିମନ୍ତେ ହେବ ସ୍ୱତନ୍ତ୍ର ଦର୍ଶନ ବ୍ୟବସ୍ଥା
ପୁରୀ: ଶ୍ରୀମନ୍ଦିରରେ ଦିବ୍ୟାଙ୍ଗ ଭକ୍ତଙ୍କ ଦର୍ଶନ ନେଇ ନିଆଯିବ ସ୍ୱତନ୍ତ୍ର ପଦକ୍ଷେପ। ଶ୍ରୀମନ୍ଦିର ମୁଖ୍ୟ ପ୍ରଶାସକ ରଞ୍ଜନ କୁମାର ଦାଶ ଦେଇଛନ୍ତି ଏହି ସୂଚନା। ଶ୍ରୀକ୍ଷେତ୍ର ଦିବ୍ୟାଙ୍ଗ ସେବା ସଂଗଠନର ଦାବି ପରେ ଏ କଥା କହିଛନ୍ତି ଶ୍ରୀ ଦାଶ। ସେ କହିଛନ୍ତି, ପରିକ୍ରମା ପ୍ରକଳ୍ପର ଉଦ୍ଘାଟନ ପରେ ଉତ୍ତର ଦ୍ୱାର ଦେଇ ଦିବ୍ୟାଙ୍ଗ ମାନଙ୍କ ନିମନ୍ତେ ସ୍ୱତନ୍ତ୍ର ଦର୍ଶନ ବ୍ୟବସ୍ଥା କରାଯିବ। ଶ୍ରୀମନ୍ଦିରର ରୀତିନୀତି ଓ ପରମ୍ପରାକୁ ନଜରରେ ରଖି ଦିବ୍ୟାଙ୍ଗଙ୍କ ଦର୍ଶନ ନିମନ୍ତେ ସ୍ୱତନ୍ତ୍ର … Continue reading ଶ୍ରୀମନ୍ଦିରରେ ଦିବ୍ୟାଙ୍ଗଙ୍କ ନିମନ୍ତେ ହେବ ସ୍ୱତନ୍ତ୍ର ଦର୍ଶନ ବ୍ୟବସ୍ଥା
Copy and paste this URL into your WordPress site to embed
Copy and paste this code into your site to embed