ମଧୁମେହ ରୋଗୀଙ୍କ ପାଇଁ ସଞ୍ଜିବନୀ ଏହି ୧୦ଟି ଖାଦ୍ୟ
ନୂଆଦିଲ୍ଲୀ: ମଧୁମେହ ରୋଗ ସଭିଁଙ୍କ ପାଇଁ ବର୍ତ୍ତମାନ ମୁଣ୍ଡ ବିନ୍ଧାର କାରଣ ହେଲାଣୀ । ଘରେ ଘରେ ଏହି ରୋଗୀଙ୍କ ସଂଖ୍ୟା ଦିନକୁ ଦିନ ବଢିବାରେ ଲାଗିଛି । ବିଶେଷ କରି ଭାରତରେ ଡାଏବିଟିସ୍ ରୋଗୀଙ୍କ ସଂଖ୍ୟା ଦୃତ ଗତିରେ ବଢ଼ିବାରେ ଲାଗିଛି। ସେଥିପାଇଁ ଭାରତକୁ ବିଶ୍ୱର ଡାଏବିଟିସ୍ ରାଜଧାନୀ ବୋଲି କୁହାଯାଇଛି। ଡାଏବିଟିସ୍ ହେଲେ ଏହା ଯେ, ଆଉ କେବେ ଭଲ ହେବନାହିଁ ଲୋକମାନଙ୍କ ମନରେ ଏହି ଭ୍ରାନ୍ତ ଧାରଣାଟି ରହି ଆସିଛି। କିନ୍ତୁ ଡାଏବିଟିସ୍ … Continue reading ମଧୁମେହ ରୋଗୀଙ୍କ ପାଇଁ ସଞ୍ଜିବନୀ ଏହି ୧୦ଟି ଖାଦ୍ୟ
Copy and paste this URL into your WordPress site to embed
Copy and paste this code into your site to embed