34 C
Bhubaneswar
Sunday, July 12, 2026
Homeଦେଶ ବିଦେଶଶସ୍ତା ହେବ ଏସବୁ ଔଷଧ

ଶସ୍ତା ହେବ ଏସବୁ ଔଷଧ

ନୂଆଦିଲ୍ଲୀ : ଜାତୀୟ ଔଷଧ ମୂଲ୍ୟ ନିର୍ଦ୍ଧାରଣ ପ୍ରାଧିକରଣ (ଏନପିପିଏ) ଡିପିସିଓ, ୨୦୧୩ ଅନୁଯାୟୀ ୩୯ଟି ନୂତନ ଔଷଧ ଫର୍ମୁଲେସନର ଖୁଚୁରା ମୂଲ୍ୟ ସ୍ଥିର କରିଛି। ଏଥିରେ ଉଚ୍ଚ ରକ୍ତଚାପ, ମଧୁମେହ, ଏଚଆଇଭି, ହୃଦରୋଗ ଏବଂ ଚକ୍ଷୁ ସଂକ୍ରମଣ ପାଇଁ ଔଷଧ ଅନ୍ତର୍ଭୁକ୍ତ। ଜାତୀୟ ଔଷଧ ମୂଲ୍ୟ ନିର୍ଦ୍ଧାରଣ ପ୍ରାଧିକରଣ ଔଷଧ (ମୂଲ୍ୟ ନିୟନ୍ତ୍ରଣ) ଅର୍ଡର (ଡିପିସିଓ), ୨୦୧୩ ଅନୁଯାୟୀ ୩୯ଟି ନୂତନ ଔଷଧ ଫର୍ମୁଲେସନର ଖୁଚୁରା ମୂଲ୍ୟ ସ୍ଥିର କରିଛି।

5,005FansLike
2,475FollowersFollow
12,700SubscribersSubscribe

HOT NEWS

Breaking