18.1 C
Bhubaneswar
Thursday, February 5, 2026
Homeଓଡିଶାଠେଙ୍ଗାରେ ପିଟିପିଟି ମାରିଦେଲେ!

ଠେଙ୍ଗାରେ ପିଟିପିଟି ମାରିଦେଲେ!

ନୟାଗଡ଼: ନୟାଗଡ ଜିଲ୍ଲାରୁ ଏକ ଅଭାବନୀୟ ଘଟଣା ସାମ୍ନାକୁ ଆସିଛି । ଯୁବକଙ୍କ ରକ୍ତ ଜୁଡୁବୁଡୁ ମୃତଦେହ ଉଦ୍ଧାରକରାଯାଇଛି । ଠେଙ୍ଗାରେ ପିଟିପିଟି ହତ୍ୟା କରିଥିବା ଅଭିଯୋଗ ହୋଇଛି । ଏଭଳି ଘଟଣା ଘଟିଛି ନୟାଗଡ଼ ଟାଉନ ଥାନା ବୃନ୍ଦାବନପୁର ଗାଁରେ । ପୂର୍ବ ଶତ୍ରୁତାକୁ କେନ୍ଦ୍ର କରି ହତ୍ୟା କରାଯାଇଥିବା ଅଭିଯୋଗ କରିଛନ୍ତି ପରିବାର ଲୋକେ । ଖରା ପାଇ ଘଟଣାସ୍ଥଳରେ ପୋଲିସ ପହଞ୍ଚି ତଦନ୍ତ ଆରମ୍ଭ କରିଛି

5,005FansLike
2,475FollowersFollow
12,700SubscribersSubscribe

HOT NEWS

Breaking