32.1 C
Bhubaneswar
Monday, May 20, 2024
Homeଅପରାଧଯୁବକଙ୍କୁ ଗୋଡାଇ ଗୋଡାଇ ହାଣିଲେ

ଯୁବକଙ୍କୁ ଗୋଡାଇ ଗୋଡାଇ ହାଣିଲେ

ଗଂଜାମ : ଗଂଜାମ ଜିଲ୍ଲା ଗୋଳନ୍ଥରା ଥାନା ରାଳବ ଗାଁରେ ଘଟିଛି ଅଭାବନାୟ ଘଟଣା । ଗାଁ ଦାଣ୍ଡରେ ଦୁର୍ବୁତମାନେ ଜଣେ ଯୁବକଙ୍କୁ ଗୋଡାଇ ଗୋଡାଇ ହାଣିଛନ୍ତି । ଏହାସହିତ ଧରେ ଥିବା ଯୁବକଙ୍କ ବାଇକକୁ ମଧ୍ୟ ଜାଳିଦେଇଛନ୍ତି । ଏବଂ ଆକ୍ରମଣରେ ଯୁବକ ଜଣକ ଗୁରୁତର ହୋଇଥିବା ବେଳେ ତାଙ୍କୁ ବ୍ରହ୍ମୁପୁର ଏମକେସିଜି ମେଡିକାଲରେ ଭର୍ତି କରାଯାଇଛି । ତେବେ ପୂର୍ବ ଶତ୍ରୁତାକୁ ନେଇ ଯୁବକଙ୍କ ଉପରେ ।କ୍ରମଣ କରାଯାଇଥିବା ଅନୁମାନ କରାଯାଉଛି । ୫ ରୁ ୬ ଜଣ ଦୁର୍ବୁତ ଯୁବକଙ୍କୁ ଆକ୍ରମଣ କରିଥିବା ବେଳେ ଘଟଣାକୁ ନେଇ ପୋଲିସ ଅଧିକ ତଦନ୍ତ ଜାରି ରଖିଛି ।

LEAVE A REPLY

Please enter your comment!
Please enter your name here

5,005FansLike
2,475FollowersFollow
12,700SubscribersSubscribe

Most Popular

HOT NEWS

Breaking