କୋଣାର୍କ: କିରୋସିନିରେ ପୋଡିହୋଇ ଜୀବନ ହାରିଲେ ପ୍ରଧାନ ଶିକ୍ଷୟତ୍ରୀ । କାଲି ଅସ୍ତରଙ୍ଗ ଥାନା ଆଳସାହି ସ୍ଥିତ ଘରେ ପୋଡି ହୋଇଯାଇଥିଲେ । ଭୁବନେଶ୍ୱରର ଏକ ଘରୋଇ ହସ୍ପିଟାଲରେ ଚିକିତ୍ସାଧୀନ ଅବସ୍ଥାରେ ମୃତ୍ୟୁ ହୋଇଛି । ଶିକ୍ଷୟିତ୍ରୀ ଜଣଙ୍କ ମାନସିକ ବିକାରଗ୍ରସ୍ତ ଥିବା ସୂଚନା ମିଳୁଛି ।