26.8 C
Bhubaneswar
Monday, April 6, 2026
Homeଓଡିଶାଏଥର ଦୀପାବଳୀରେ ୨ ଘଣ୍ଟା ପାଇଁ ଫୁଟିବ ବାଣ

ଏଥର ଦୀପାବଳୀରେ ୨ ଘଣ୍ଟା ପାଇଁ ଫୁଟିବ ବାଣ

ଭୁବନେଶ୍ବର: ଦୀପାବଳି ପୂର୍ବରୁ ପ୍ରଦୂଷଣ ନିୟନ୍ତ୍ରଣ ବୋର୍ଡ ପକ୍ଷରୁ ମାର୍ଗଦର୍ଶିକା ଜାରି ହୋଇଛି।ଚଳିତ ବର୍ଷ ଦୀପାବଳିରେ ବାଣ ଫୁଟେଇବା ଲାଗି ସମୟ ବି ନିର୍ଦ୍ଧାରିତ ହୋଇଛି। ଏଥର କେବଳ ୭ରୁ ୯ଟା ଭିତରେ ସୀମିତ ରହିବ ବାଣଫୁଟା।ଏହି ନିୟମକୁ ସମସ୍ତେ ମାନିବାକୁ ଅନୁରୋଧ କରାଯାଇଛି। ଯେଉଁମାନେ ଏଥିରେ ଖିଲାପ କରିବେ, ସେମାନଙ୍କ ବିରୁଦ୍ଧରେ ଆଇନଗତ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରାଯିବ ବୋଲି ଜଣାଯାଇଛି।

 

5,005FansLike
2,475FollowersFollow
12,700SubscribersSubscribe

HOT NEWS

Breaking