20.1 C
Bhubaneswar
Monday, November 25, 2024
Homeଓଡିଶାଏହା ଲୋକଙ୍କ ବଜେଟ୍‌, ଓଡ଼ିଶାକୁ ନୂଆ ଉଚ୍ଚତାକୁ ନେଇଯିବ: ମୁଖ୍ୟମନ୍ତ୍ରୀ

ଏହା ଲୋକଙ୍କ ବଜେଟ୍‌, ଓଡ଼ିଶାକୁ ନୂଆ ଉଚ୍ଚତାକୁ ନେଇଯିବ: ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର : ଶୁକ୍ରବାର ବିଧାନସଭାରେ ଉପସ୍ଥାପିତ ରାଜ୍ୟ ବଜେଟକୁ ଲୋକଙ୍କ ବଜେଟ ବୋଲି କହିଛନ୍ତି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ । ଏହି ବଜେଟ ଉପରେ ପ୍ରତିକ୍ରିୟା ପ୍ରକାଶ କରି ସେ କହିଛନ୍ତି ଯେ ଏହି ବଜେଟ ଲୋକଙ୍କ ଦ୍ୱାରା, ଲୋକଙ୍କ ପାଇଁ ଓ ଲୋକଙ୍କ ବଜେଟ । ଏହା ଓଡ଼ିଶାକୁ ନୂଆ ଉଚ୍ଚତାକୁ ନେଇଯିବ ବୋଲି ସେ କହିଛନ୍ତି ।

LEAVE A REPLY

Please enter your comment!
Please enter your name here

5,005FansLike
2,475FollowersFollow
12,700SubscribersSubscribe

Most Popular

HOT NEWS

Breaking