28.1 C
Bhubaneswar
Thursday, March 28, 2024
Homeଓଡିଶାଏ ବର୍ଷ ଜନ୍ମ ଦିନ ପାଳିବେନି ମୁଖ୍ୟମନ୍ତ୍ରୀ

ଏ ବର୍ଷ ଜନ୍ମ ଦିନ ପାଳିବେନି ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର: କୋଭିଡ଼ ସଂକ୍ରମଣ କୁ ଦୃଷ୍ଟିରେ ରଖି ମୁଖ୍ୟମନ୍ତ୍ରୀ ଶ୍ରୀ ନବୀନ ପଟ୍ଟନାୟକ ଆସନ୍ତା କାଲି ତାଙ୍କ ଜନ୍ମ ଦିନ ପାଳନ କରିବେ ନାହିଁ। ।

ମୁଖ୍ୟମନ୍ତ୍ରୀ କହିଛନ୍ତି ଯେ ଓଡିଶା ବାସୀ ଙ୍କ ଭଲ ପାଇବା ,ଶୁଭେଚ୍ଛା ଓ ଆଶୀର୍ବାଦ ନିମନ୍ତେ ସେ ସବୁବେଳେ ଋଣୀ ।
କୋଭିଡ଼ ଯୋଗୁଁ ଗତ ଦେଢ ବର୍ଷ ହେଲା ଆମେ ସମସ୍ତେ କଠିନ ସମୟ ଦେଇ ଗତି କରୁଛୁ।

ତେଣୁ ଆଗାମୀ କାଲି ନବୀନ ନିବାସ ନ ଆସି କୋଭିଡ଼ ରେ ମୃତ୍ୟୁ ବରଣ କରିଥିବା ଲୋକଙ୍କ ପରିବାର କୁ ସାହାଯ୍ୟ କରିବା ଏବଂ,ରକ୍ତ ଦାନ ଭଳି ମହତ୍ କାର୍ଯରେ ସମସ୍ତେ ସାମିଲ ହେଲେ ତାହା ତାଙ୍କ ପାଇଁ ସବୁଠାରୁ ବଡ ଶୁଭେଚ୍ଛା ହେବ ବୋଲି ପାଇଁ ମୁଖ୍ୟମନ୍ତ୍ରୀ କହିଛନ୍ତି ।

LEAVE A REPLY

Please enter your comment!
Please enter your name here

5,005FansLike
2,475FollowersFollow
12,700SubscribersSubscribe

Most Popular

HOT NEWS

Breaking