35.1 C
Bhubaneswar
Tuesday, May 21, 2024
Homeକରୋନାଚଳିତ ବର୍ଷର ସର୍ବାଧିକ: ଆଜି ଦେଶରେ ଦୈନିକ କୋଭିଡ୍‌-୧୯ ସଂକ୍ରମଣ ସଂଖ୍ୟା ୩,୦୯୫: ସକ୍ରିୟ ଆକ୍ରାନ୍ତଙ୍କ...

ଚଳିତ ବର୍ଷର ସର୍ବାଧିକ: ଆଜି ଦେଶରେ ଦୈନିକ କୋଭିଡ୍‌-୧୯ ସଂକ୍ରମଣ ସଂଖ୍ୟା ୩,୦୯୫: ସକ୍ରିୟ ଆକ୍ରାନ୍ତଙ୍କ ସଂଖ୍ୟା ୧୫,୨୦୮

ନୂଆଦିଲ୍ଲୀ: ଆଜି ଦେଶରେ କୋଭିଡ୍‌-୧୯ ସଂକ୍ରମଣ ସଂଖ୍ୟା ୩,୦୦୦ ଉପରେ ଥାଇ ଚଳିତ ବର୍ଷର ସର୍ବାଧିକ ଦୈନିକ ସଂକ୍ରମଣ ଭାବେ ରେଡର୍କ କରିଛି। ସକ୍ରିୟ ଆକ୍ରାନ୍ତଙ୍କ ସଂଖ୍ୟା ୧୫,୦୦୦ ଟପି ଯାଇଥିବା କେନ୍ଦ୍ର ସ୍ବାସ୍ଥ୍ୟ ମନ୍ତ୍ରାଳୟ ସୂଚନାରୁ ଜଣାପଡ଼ିଛି। କେନ୍ଦ୍ର ସ୍ୱାସ୍ଥ୍ୟ ମନ୍ତ୍ରାଳାୟ ତଥ୍ୟ ଅନୁସାରେ, ଶୁକ୍ରବାର ସକାଳ ୮ଟା ସୁଦ୍ଧା ସମଗ୍ର ଦେଶରେ ୨୪ ଘଣ୍ଟା ମଧ୍ୟରେ ୩,୦୯୫ କରୋନାଭାଇରସ୍‌ଜନିତ ନୂତନ ସଂକ୍ରମଣ ରେକର୍ଡ କରାଯାଇଛି।

ପ୍ରଥମେ ପ୍ରେମ ତାପରେ ବ୍ଲାକମେଲିଂ ଆଉ ତାପରେ……

LEAVE A REPLY

Please enter your comment!
Please enter your name here

5,005FansLike
2,475FollowersFollow
12,700SubscribersSubscribe

Most Popular

HOT NEWS

Breaking