30.1 C
Bhubaneswar
Sunday, March 22, 2026
Homeଓଡିଶାବହିଷ୍କାର କରିଥିଲେ ଖୁସି ହୋଇଥାନ୍ତି: ସୌଭିକ

ବହିଷ୍କାର କରିଥିଲେ ଖୁସି ହୋଇଥାନ୍ତି: ସୌଭିକ

ଭୁବନେଶ୍ୱର: ନବୀନ ପଟ୍ଟନାୟକଙ୍କୁ ସିଧା ନିଶାନା କଲେ ସୌଭିକ ବିଶ୍ୱାଳ । କହିଲେ ବାପାଙ୍କ ପ୍ରତି ହୋଇଥିବା ଅପମାନକୁ ସହ୍ୟ କରିପାରିବି ନାହିଁ । ଯଦି ଏଥିପାଇଁ ମୋତେ ଗୁଳି କାଇବାକୁ ପଡେ ତାହାହେଲେ ସାମ୍ନା କରିବି । କେବଳ ବାପାଙ୍କ ପାଇଁ ମୋତେ ବିଧାନସଭା ଯିବାକୁ ସୁଯୋଗ ମିଳିଛି । ମୋତେ ନିଲମ୍ବନ ନୁହେଁ ବହିଷ୍କାର କରିଥିଲେ ଖୁସି ହୋଇଥାନ୍ତି । ବାପାଙ୍କୁ ବହିଷ୍କାରର ୫ ଦିନ ପରେ ମୋତେ ନବୀନ ନିବାସରୁ ଡାକରା ଆସିଥିଲା । ଭାବିଥିଲି ମୋତେ ବାପାଙ୍କ ବାବଦରେ ଡାକି କିଛି କହିବେ ବୋଲି । ମାତ୍ର ମୋତେ ନିର୍ମାଲ୍ୟ ଛୁଆଁଇ ସଂତୃପ୍ତ ମିଶ୍ରଙ୍କୁ ଭୋଟ ଦେବାକୁ କହିଲେ । ମୁଁ ସିଧା ମନା କରିଥିଲି, ଏହି ନିଷ୍ପତ୍ତି ମୁଁ ନେଇପାରିବିନି, ବାପା ନେବେ ।

 

5,005FansLike
2,475FollowersFollow
12,700SubscribersSubscribe

HOT NEWS

Breaking