ଚୀନରେ ଆଉ ଏକ ମହାମାରୀର ବିପଦ; ବିଦ୍ୟାଳୟରେ ପିଲାଙ୍କୁ ବ୍ୟାପୁଛି ରହସ୍ୟମୟୀ ସଂକ୍ରମଣ

ଚୀନ୍‌: ଏବେ ଚୀନ୍‌ର ସ୍କୁଲ୍‌ଗୁଡ଼ିକରେ ଗୋଟାଏ ରହସ୍ୟଜନକ ମହାମାରୀ ମୁଣ୍ଡ ଟେକୁଛି । ଅଜବ ଧରଣର ନିମୋନିଆ ବ୍ୟାପିଥିବାରୁ ଏଥିରେ ଅଧିକ ସଂଖ୍ୟାରେ ପିଲାମାନେ ସଂକ୍ରମଣ ହେଉଥିବା ଜଣାପଡିଛି । ବେଜିଂ ଏବଂ ଲିଓନିଂର ଡାକ୍ତରଖାନାରେ ଭର୍ତ୍ତି ହୋଇଥିବା ଅସୁସ୍ଥ ଶିଶୁଙ୍କ ସଂଖ୍ୟା ହଠାତ୍ ବୃଦ୍ଧି ପାଇଛି। ଏଠାରେ ଭର୍ତ୍ତି ହୋଇଥିବା ରୋଗୀଙ୍କ ସଂଖ୍ୟା ଅଧିକ ଥିବାରୁ ଡାକ୍ତରଖାନାର ସମ୍ବଳ ଉପରେ ଚାପ ବଢ଼ୁଛି ବୋଲି ସ୍ୱାସ୍ଥ୍ୟ ଅଧିକାରୀମାନେ କହିଛନ୍ତି। ଏହି ଅଜଣା ନିମୋନିଆ ଦ୍ୱାରା ଆକ୍ରାନ୍ତ … Continue reading ଚୀନରେ ଆଉ ଏକ ମହାମାରୀର ବିପଦ; ବିଦ୍ୟାଳୟରେ ପିଲାଙ୍କୁ ବ୍ୟାପୁଛି ରହସ୍ୟମୟୀ ସଂକ୍ରମଣ