31.1 C
Bhubaneswar
Monday, September 14, 2026
Homeଓଡିଶାପୂଜା ପୂର୍ବରୁ ଜୋର୍ ଜବରଦସ୍ତି ଚାନ୍ଦା ମାଗି ୩ ଗିରଫ

ପୂଜା ପୂର୍ବରୁ ଜୋର୍ ଜବରଦସ୍ତି ଚାନ୍ଦା ମାଗି ୩ ଗିରଫ

ଭୁବନେଶ୍ୱର: ପୂଜା ପୂର୍ବରୁ ଜୋର୍ ଜବରଦସ୍ତି ଚାନ୍ଦା ଆଦାୟ ଉପରେ କଟକ କମିସନରେଟ୍ ପୁଲିସର କଡ଼ା ଆକ୍ସନ୍ । ବଳପୂର୍ବକ ଚାନ୍ଦା ଆଦାୟ ଅଭିଯୋଗରେ ୩ ଜଣଙ୍କୁ ଗିରଫ କରିଛି ପୁଲିସ । ମର୍କତନଗର ଥାନା ୨ ଜଣଙ୍କୁ ଏବଂ ଜଗତପୁର ଥାନା ଜଣଙ୍କୁ ଗିରଫ କରି କୋର୍ଟଚାଲାଣ କରିଛି ।

5,005FansLike
2,475FollowersFollow
12,700SubscribersSubscribe

HOT NEWS

Breaking