25.1 C
Bhubaneswar
Friday, March 6, 2026
Homeଓଡିଶାରଥରେ ବିଜେ ହେଲେ ତିନି ଠାକୁର

ରଥରେ ବିଜେ ହେଲେ ତିନି ଠାକୁର

ପୁରୀ : ଆଜି ବିଶ୍ୱପ୍ରସିଦ୍ଧ ରଥଯାତ୍ରା। ବଡ଼ ଦେଉଳରୁ ଭଉଣୀ ଭାଇଙ୍କୁ ସାଙ୍ଗରେ ଧରି ବଡ଼ଦାଣ୍ଡକୁ ଆସିଛନ୍ତି କାଳିଆ ସାଆନ୍ତ। ସମସ୍ତ ନୀତିକାନ୍ତି ପରେ ଧାଡ଼ି ପହଣ୍ଡିରେ ଆସି ରଥାରୂଢ଼ ହୋଇଛନ୍ତି ୩ ଠାକୁର। ପ୍ରଥମେ ଶ୍ରୀ ସୁଦର୍ଶନ ମହାପ୍ରଭୁଙ୍କ ପହଣ୍ଡି ହୋଇ ରଥାରୂଢ଼ ହୋଇଥିଲେ। ପରେ ପରେ ତିନି ଠାକୁରଙ୍କ ପହଣ୍ଡି ହୋଇ ରଥରେ ବିରାଜମାନ କରିଛନ୍ତି। ଘଣ୍ଟଘଣ୍ଟା, ମୃଦଙ୍ଗ, ହରିବୋଲ, ହୁଳହୁଳିରେ ପ୍ରକମ୍ପିତ ହେଉଛି ବଡ଼ଦାଣ୍ଡ। ରଥାରୂଢ଼ ଶ୍ରୀଜିଉଙ୍କ ଦର୍ଶନ ପାଇଁ ବଡ଼ଦାଣ୍ଡରେ ଲକ୍ଷାଧିକ ଭକ୍ତଙ୍କ ସମାବେଶ ହୋଇଛି।

 

5,005FansLike
2,475FollowersFollow
12,700SubscribersSubscribe

HOT NEWS

Breaking