30.1 C
Bhubaneswar
Saturday, June 7, 2025
Homeଓଡିଶାବଜ୍ରପାତରେ ତିନି ମୃତ

ବଜ୍ରପାତରେ ତିନି ମୃତ

ଧର୍ମଗଡ଼: ମଙ୍ଗଳବାର ଅପରାହ୍ନ ପାଞ୍ଚଟା ବେଳେ ହୋଇଥିବା ବଜ୍ରପାତରେ ଗୋଟିଏ ପରିବାରର ତିନି ଜଣଙ୍କ ମୃତ୍ୟୁ ହୋଇଛି। ମୃତକ ସମସ୍ତେ ପର୍ଲା ପଞ୍ଚାୟତ ଚିତାମୁଣ୍ଡା ଗ୍ରାମର ଲିମଗୋଛିଆ ପରିବାର ବୋଲି ଜଣାପଡିଛି। ମୃତକଙ୍କ ମଧ୍ୟରେ ଜଣେ ନବମ ଶ୍ରେଣୀ ଝିଅ ଥିବା ସୂଚନା ମିଳିଛି।

LEAVE A REPLY

Please enter your comment!
Please enter your name here

5,005FansLike
2,475FollowersFollow
12,700SubscribersSubscribe

Most Popular

HOT NEWS

Breaking