34.2 C
Bhubaneswar
Monday, June 8, 2026
Homeଓଡିଶାନଦୀରେ ଗାଧେଇବା ବେଳେ ବୁଡ଼ି ଗଲେ ତିନି ସାଙ୍ଗ

ନଦୀରେ ଗାଧେଇବା ବେଳେ ବୁଡ଼ି ଗଲେ ତିନି ସାଙ୍ଗ

ତାଳଚେର: ବ୍ରାହ୍ମଣୀ ନଦୀରେ ଗାଧେଇବା ବେଳେ ବୁଡ଼ି ଗଲେ ତିନି ଜଣ ସାଙ୍ଗ  l ଜଣେ ଉଦ୍ଧାର ଦୁଇ ଜଣ ନିଖୋଜ ଥିବା ଜଣା ପଡ଼ିଛି  lଉଦ୍ଧାର ହୋଇ ସ୍ଥାନୀୟ  ଡାକ୍ତରଖାନାକୁ ନିଆଯାଇଥିବା ଯୁବକଙ୍କୁ ଡାକ୍ତର ମୃତ ଘୋଷଣା କରିଛନ୍ତି ।ସମସ୍ତ ତିନି ଜଣ ସାଙ୍ଗ ତାଳଚେର ଷ୍ଟେସନ ଅଞ୍ଚଳର ହୋଇଥିବା ଜଣା ପଡ଼ିଛି । ମୃତକଜଣକ ଗଣେଶ ଗୋଛାୟତ ହୋଇଥିବା ବେଳେ ନିଖୋଜ ଦୁଇଜଣ ଶକ୍ତି ସାହୁ ଓ ପ୍ରିନ୍ସ ଲୁହାର  ହୋଇଥିବା ଜଣାପଡିଛି ।  ଆଖଣ୍ଡଳମଣି ମନ୍ଦିର ନିକଟ ତୁଠକୁ ସାତ ଜଣ ସାଙ୍ଗ  ଗାଧୋଇବାକୁ ଆସିଥିବା  ବେଳେ ଗଭୀର ସ୍ରୋତରେ ତିନି ଜଣ ବୁଡ଼ି ଯାଇଥିଲେ । ଘଟଣା ସ୍ଥଳରେ ତାଳଚେର ଅଗ୍ନିଶମ ବାହିନୀ ଉଦ୍ଧାର କାର୍ଯ୍ୟ ଜାରି ରଖିଛି।

5,005FansLike
2,475FollowersFollow
12,700SubscribersSubscribe

HOT NEWS

Breaking