37.1 C
Bhubaneswar
Thursday, May 21, 2026
Homeଓଡିଶାକାଳବୈଶାଖୀରେ ୩ ଜଣଙ୍କ ମୃତ୍ୟୁ

କାଳବୈଶାଖୀରେ ୩ ଜଣଙ୍କ ମୃତ୍ୟୁ

କେନ୍ଦୁଝର: କେନ୍ଦୁଝରର ନରଣପୁରରେ କାଳବୈଶାଖୀ ତାଣ୍ଡବ । ପ୍ରଚଣ୍ଡ ପବନରେ ଟେଣ୍ଟ ଭୁଶୁଡିବାରୁ ଚାପି ହୋଇ ୩ ଜଣଙ୍କ ମୃତ୍ୟୁ ହୋଇଥିବା ସୂଚନା ମିଳିଛି । ଆଉ ଜଣେ ଚାପି ହୋଇ ରହିଥିବାରୁ ତାଙ୍କୁ ଗୁରୁତର ଅବସ୍ଥାରେ ସ୍ଥାନୀୟ ଲୋକେ ମେଡିକାଲରେ ଭର୍ତ୍ତି କରିଛନ୍ତି । ତେବେ ମୃତକଙ୍କ ପରିବାର ଲୋକେ ଭାଙ୍ଗି ପଡିବା ସହ ଗ୍ରାମରେ ଶୋକାକୁଳ ପରିବେଶ ସୃଷ୍ଟି ହୋଇଛି । ଅନ୍ୟପଟେ ରାଜ୍ୟର ଆଉ କିଛି ଜିଲ୍ଲାରେ ଗ୍ରୀଷ୍ମ ପ୍ରବାହ ପାଇଁ ବାହାରକୁ ବାହାରିବା କଷ୍ଟ ହୋଇ ପଡୁଛି ।

5,005FansLike
2,475FollowersFollow
12,700SubscribersSubscribe

HOT NEWS

Breaking