39.8 C
Bhubaneswar
Thursday, April 18, 2024
Homeଦେଶ ବିଦେଶଧରାପଡ଼ିଲେ ୩ ଲସ୍କର-ଇ-ତୋଇବା ଆତଙ୍କବାଦୀ

ଧରାପଡ଼ିଲେ ୩ ଲସ୍କର-ଇ-ତୋଇବା ଆତଙ୍କବାଦୀ

ଶ୍ରୀନଗର : ଜାମ୍ମୁ ଓ କାଶ୍ମୀରର ଅନନ୍ତନାଗ ଜିଲ୍ଲାରେ ଯବାନଙ୍କ ଏନକାଉଣ୍ଟରରେ ୩ ଆତଙ୍କବାଦୀ ଧରାପଡ଼ିଛନ୍ତି । ବର୍ତ୍ତମାନ ଆତଙ୍କବାଦୀ ଓ ଯବାନଙ୍କ ମଧ୍ୟରେ ଗୁଳି ବିନିମୟ ଜାରି ରହିଛି । ଧରାପଡ଼ିଥିବା ଆତଙ୍କବାଦୀ ଲସ୍କର-ଇ-ତୋଇବା ସଂଗଠନର ସଦସ୍ୟ ବୋଲି ଜଣାପଡ଼ିଛି । କାଶ୍ମୀର ଆଇଜିପି ବିଜୟ କୁମାର ଏନେଇ ସୂଚନା ଦେଇଛନ୍ତି । ସୂଚନାଯୋଗ୍ୟ ଯେ, ଗତ ୪୮ ଘଣ୍ଟା ମଧ୍ୟରେ ସୁରକ୍ଷାକର୍ମୀମାନେ ଜାମ୍ମୁ କାଶ୍ମୀରର ବିଭିନ୍ନ ସ୍ଥାନରେ ୧୨ ଜଣ ଆତଙ୍କବାଦୀଙ୍କୁ ନିପାତ କରିଛନ୍ତି । ନିହତ ଆତଙ୍କବାଦୀଙ୍କ ପରିଚୟ ଓ ଗୋଷ୍ଠୀଗତ ସମ୍ପର୍କ ବିଷୟରେ ଅନୁସନ୍ଧାନ ଜାରି ରହିଛି ।

LEAVE A REPLY

Please enter your comment!
Please enter your name here

5,005FansLike
2,475FollowersFollow
12,700SubscribersSubscribe

Most Popular

HOT NEWS

Breaking