27.1 C
Bhubaneswar
Friday, March 29, 2024
Homeଓଡିଶାଏହି ଜିଲ୍ଲାରେ ଘଡ ଘଡି ସହ ବର୍ଷା ଆଶଙ୍କା

ଏହି ଜିଲ୍ଲାରେ ଘଡ ଘଡି ସହ ବର୍ଷା ଆଶଙ୍କା

ଭୁବନେଶ୍ଵର: ବଙ୍ଗୋପ ସାଗରରେ ସୃଷ୍ଟି ହୋଇଥିବା ଲଘୁଚାପ ପ୍ରଭାବରେ ରାଜ୍ୟର ପ୍ରାୟ ଜିଲ୍ଲାରେ ବର୍ଷା ହୋଇଛି । କିନ୍ତୁ ଆଜି କେତେକ ଜିଳ୍ଲାରେ ବର୍ଷା ଓ ଘଡ଼ଘଡ଼ି ହେବା ନେଇ ପୂର୍ବାନୁମାନ କରିଛି ପାଣିପାଗ ବିଭାଗ । ଜିଲ୍ଲାଗୁଡ଼ିକ ଯାଜପୁର, ଭଦ୍ରକ, କଟକ, ଅନୁଗୁଳ, ରାୟଗଡ଼ା, କନ୍ଧମାଳ, ମାଲକାନଗିରି, ବାଲେଶ୍ୱର, ଗଞ୍ଜାମ, କେନ୍ଦୁଝର, ଢ଼େଙ୍କାନାଳ, ଗଜପତି ଓ କୋରାପୁଟ । ଏହି ସବୁ ଜିଲ୍ଳାରେ ବର୍ଷା ସହ ବଜ୍ରପାତ ହେବା ନେଇ ଆଶଙ୍କା ରହିଛି ।

5,005FansLike
2,475FollowersFollow
12,700SubscribersSubscribe

Most Popular

HOT NEWS

Breaking