43.9 C
Bhubaneswar
Friday, April 19, 2024
Homeଓଡିଶାଏହି ଜିଲ୍ଲାରେ ବର୍ଷା ଓ ବଜ୍ରପାତ ସମ୍ଭାବନା

ଏହି ଜିଲ୍ଲାରେ ବର୍ଷା ଓ ବଜ୍ରପାତ ସମ୍ଭାବନା

ଭୁବନେଶ୍ୱର: ଆଜି ରାତି ସୁଦ୍ଧା କିଛି ଜିଲ୍ଲାରେ ପ୍ରବଳ ବର୍ଷା ସାଙ୍ଗକୁ ଘଡଘଡି,ବଜ୍ରପାତ ସହ ୩୦ ରୁ ୪୦ କିମି ବେଗରେ ପବନ ବହିବାର ସମ୍ଭାବନା ରହିଛି ବୋଲି ଭୁବନେଶ୍ୱର ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର ପକ୍ଷରୁ ସୂଚନା ଦିଆଯାଇଛି । ଏହି ଜିଲ୍ଲା ଗୁଡିକ ମଧ୍ୟରେ ଗଜପତି, ଗଞ୍ଜାମ, କୋରାପୁଟ, କଳାହାଣ୍ଡି, ନବରଂଗପୁର, କେନ୍ଦୁଝର, ମୟୁରଭଞ୍ଜ, ବାଲେଶ୍ୱର, ଯାଜପୁର, ଭଦ୍ରକ ଓ କେନ୍ଦ୍ରାପଡା ଜିଲ୍ଲା ଗୁଡିକ ସାମିଲ ରହିଛନ୍ତି । ଏହାଛଡା ଗୋଟିଏ କି ଦୁଇଟି ସ୍ଥାନରେ ପ୍ରବଳରୁ ଅତି ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି ।
https://onakhabar.com/2020/04/30/new-guideline-for-twin-city/

5,005FansLike
2,475FollowersFollow
12,700SubscribersSubscribe

Most Popular

HOT NEWS

Breaking