34.1 C
Bhubaneswar
Saturday, April 27, 2024
Homeଓଡିଶାଆସନ୍ତା ୨୪ ଘଣ୍ଟା ମଧ୍ୟରେ ୧୪ ଜିଲ୍ଲାରେ କାଳବୈଶାଖୀ ସମ୍ଭାବନା

ଆସନ୍ତା ୨୪ ଘଣ୍ଟା ମଧ୍ୟରେ ୧୪ ଜିଲ୍ଲାରେ କାଳବୈଶାଖୀ ସମ୍ଭାବନା

ଭୁବନେଶ୍ୱର : ରାଜ୍ୟରେ ଏବେ ବର୍ଷ ଜାରି ରହିଛି । ଏହାରିମଧ୍ୟରେ ଆସନ୍ତା ୨୪ ଘଣ୍ଟା ମଧ୍ୟରେ ୧୪ ଜିଲ୍ଲାରେ କାଳବୈଶାଖୀ ହେବାର ସମ୍ଭାବନା ରହିଛି । କାଳବୈଶାଖୀ ହେବାକୁ ଥିବା ଜିଲ୍ଲା ଗୁଡିକ ବାଲେଶ୍ୱର, ଭଦ୍ରକ, ଯାଜପୁର, କେନ୍ଦ୍ରାପଡ଼ା, କଟକ, ଜଗତସିଂହପୁର, କେନ୍ଦୁଝର, ମୟୁରଭଞ୍ଜ, ଢ଼େଙ୍କାନାଳ, ଅନୁଗୁଳ, ଖୋର୍ଦ୍ଧା, ପୁରୀ, ବୌଦ୍ଧ ଓ ନୟାଗଡ଼ । ତେଣୁ ଏହି ସବୁ ଜିଲ୍ଲାଗୁଡ଼ିକୁ ଆଞ୍ଚଳିକ ପାଣିପାଗ କେନ୍ଦ୍ର ପକ୍ଷରୁ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି । ସେହିପରି ୨୭ରୁ ୨୮ ତାରିଖ ମଧ୍ୟରେ ସୁନ୍ଦରଗଡ଼, କେନ୍ଦୁଝର, ମୟୁରଭଞ୍ଜ, ବାଲେଶ୍ୱର, ଯାଜପୁର ଓ ଭଦ୍ରକ ଆଦି ଜିଲ୍ଲାରେ ପ୍ରବଳ ବର୍ଷା ହେବାର ଆଶଙ୍କା ରହିଛି । ଏଥିସହିତ ୨୮ରୁ ୩୧ ତାରିଖ ମଧ୍ୟରେ ରାଜ୍ୟର ବିଭିନ୍ନ ସ୍ଥାନରେ କାଳବୈଶାଖୀ ସମ୍ଭାବନା ରହିଛି ।

LEAVE A REPLY

Please enter your comment!
Please enter your name here

5,005FansLike
2,475FollowersFollow
12,700SubscribersSubscribe

Most Popular

HOT NEWS

Breaking