34.1 C
Bhubaneswar
Friday, March 29, 2024
Homeବ୍ରେକୀଙ୍ଗ୧୦ଜିଲ୍ଲାକୁ କାଳବୈଶାଖୀ

୧୦ଜିଲ୍ଲାକୁ କାଳବୈଶାଖୀ

ଭୁବନେଶ୍ୱର : ରାଜ୍ୟରେ ପୁଣି ବର୍ଷାର ସମ୍ଭାବନା ଦେଖାଦେଇଛି । କିଛିଦିନ ପୂର୍ବରୁ ଖରାରେ ରାଜ୍ୟ ସିଝୁଥିବା ବେଳେ ଏବେ ପୁଣି ଲଘୁଚାପ ପ୍ରଭାବରେ ବର୍ଷା ହେବାର ସମ୍ଭାବନା ଦେଖା ଦେଇଛି । ବିହାରରୁ ଉତ୍ତର ଆଭ୍ୟନ୍ତରୀଣ ଓଡ଼ିଶା ଯାଏ ଏକ ଟ୍ରପଲାଇନ ସୃଷ୍ଟି ହୋଇଛି । ଏହା ପ୍ରଭାବରେ ରାଜ୍ୟରେ କେତକ ଜିଲ୍ଲାରେ ବର୍ଷା ହେବାର ସମ୍ଭାବନା ରହିଛି । ୧୦ଜିଲ୍ଲାକୁ କାଳବୈଶାଖୀ ପାଇଁ ସତର୍କତା ଜାରି କରିଛି ପାଣିପାଗ ବିଭାଗ । ୧୦ଜିଲ୍ଲାଗୁଡ଼ିକ ଭଦ୍ରକ, କେନ୍ଦ୍ରାପଡ଼ା, ଜଗତସିଂହପୁର, ଖୋର୍ଦ୍ଧା, ପୁରୀ, ଗଞ୍ଜାମ, ଗଜପତି, ରାୟଗଡ଼ା, କନ୍ଧମାଳ, ମାଲକାନଗିରି ଜିଲ୍ଲାକୁ ସତର୍କତା ଜାରି କରାଯାଇଛି ।

LEAVE A REPLY

Please enter your comment!
Please enter your name here

5,005FansLike
2,475FollowersFollow
12,700SubscribersSubscribe

Most Popular

HOT NEWS

Breaking