26.1 C
Bhubaneswar
Tuesday, September 17, 2024
Homeଓଡିଶାଗୁରୁବାର ହେବ ମହାପ୍ରଭୁଙ୍କ ବନକଲାଗି ନୀତି

ଗୁରୁବାର ହେବ ମହାପ୍ରଭୁଙ୍କ ବନକଲାଗି ନୀତି

ପୁରୀ: ଗୁରୁବାର ହେବ ମହାପ୍ରଭୁଙ୍କ ବନକଲାଗି ନୀତି ।ଦତ୍ତମହାପାତ୍ର ନିଯୋଗ, ପରିଚାଳନା କମିଟି ସଦସ୍ୟ, ଦଇତାପତି ନିଯୋଗ ସହ ଶ୍ରୀମନ୍ଦିର ମୁଖ୍ୟ ପ୍ରଶାସକ ଓ ଜିଲ୍ଲାପାଳଙ୍କ ଆଲୋଚନା ପରେ ବନକଲାଗି ନୀତି କରିବାକୁ ନିଷ୍ପତ୍ତି ନିଆଯାଇଛି ଜ୍ଝ ବାସ୍ତବରେ ଶ୍ରୀବିଗ୍ରହଙ୍କ ବନକଲାଗିକୁ ନେଇ ଶ୍ରୀମନ୍ଦିର ପ୍ରଶାସନ ଓ ଦତ୍ତ ମହାପାତ୍ର ନିଯୋଗ ମଧ୍ୟରେ ବିବାଦ ଲାଗିରହିଥିଲା ଜ୍ଝଏହି ବିବାଦ କାରଣରୁ ନୀଳାଦ୍ରି ବିଜେଠାରୁ ମହାପ୍ରଭୁଙ୍କ ବନକଲାଗି ଅଟକି ରହିଛି। ଶ୍ରୀମନ୍ଦିର ପ୍ରଶାସନ ବୁଧବାର ବନକଲାଗି କରିବାକୁ ନିଷ୍ପତ୍ତି ନେଇଥିବା ବେଳେ ଦତ୍ତ ମହାପାତ୍ର ସେବକମାନେ ଏହାକୁ ବିରୋଧ କରିଥିଲେ।

LEAVE A REPLY

Please enter your comment!
Please enter your name here

5,005FansLike
2,475FollowersFollow
12,700SubscribersSubscribe

Most Popular

HOT NEWS

Breaking