ଗୁରୁବାର ହେବ ମହାପ୍ରଭୁଙ୍କ ବନକଲାଗି ନୀତି

ପୁରୀ: ଗୁରୁବାର ହେବ ମହାପ୍ରଭୁଙ୍କ ବନକଲାଗି ନୀତି ।ଦତ୍ତମହାପାତ୍ର ନିଯୋଗ, ପରିଚାଳନା କମିଟି ସଦସ୍ୟ, ଦଇତାପତି ନିଯୋଗ ସହ ଶ୍ରୀମନ୍ଦିର ମୁଖ୍ୟ ପ୍ରଶାସକ ଓ ଜିଲ୍ଲାପାଳଙ୍କ ଆଲୋଚନା ପରେ ବନକଲାଗି ନୀତି କରିବାକୁ ନିଷ୍ପତ୍ତି ନିଆଯାଇଛି ଜ୍ଝ ବାସ୍ତବରେ ଶ୍ରୀବିଗ୍ରହଙ୍କ ବନକଲାଗିକୁ ନେଇ ଶ୍ରୀମନ୍ଦିର ପ୍ରଶାସନ ଓ ଦତ୍ତ ମହାପାତ୍ର ନିଯୋଗ ମଧ୍ୟରେ ବିବାଦ ଲାଗିରହିଥିଲା ଜ୍ଝଏହି ବିବାଦ କାରଣରୁ ନୀଳାଦ୍ରି ବିଜେଠାରୁ ମହାପ୍ରଭୁଙ୍କ ବନକଲାଗି ଅଟକି ରହିଛି। ଶ୍ରୀମନ୍ଦିର ପ୍ରଶାସନ ବୁଧବାର ବନକଲାଗି କରିବାକୁ ନିଷ୍ପତ୍ତି … Continue reading ଗୁରୁବାର ହେବ ମହାପ୍ରଭୁଙ୍କ ବନକଲାଗି ନୀତି