31.1 C
Bhubaneswar
Saturday, February 7, 2026
Homeଓଡିଶାଘୁମୁସର ବନଖଣ୍ଡରେ ୧୫ରୁ ବାଘ ଗଣନା

ଘୁମୁସର ବନଖଣ୍ଡରେ ୧୫ରୁ ବାଘ ଗଣନା

ଭୁବନେଶ୍ୱର: ପ୍ରତି ୪ ବର୍ଷକୁ ଥରେ ଦେଶରେ ବାଘ ଗଣନା ହେଉଛି। ତେଣୁ ଚଳିତ ବର୍ଷ ଦେଶରେ ବାଘ ଗଣନା ପ୍ରକ୍ରିୟା ଚାଲିଛି। ଏହିଭଳି ବ୍ରହ୍ମପୁର ଆଞ୍ଚଳିକ ବନ ସଂରକ୍ଷକ କାର୍ଯ୍ୟାଳୟ ପକ୍ଷରୁ ମଧ୍ୟ ବିଭିନ୍ନ ବନଖଣ୍ଡରେ ବାଘ ଗଣନା ପ୍ରକ୍ରିୟା ଆରମ୍ଭ ହୋଇଛି। ବର୍ତ୍ତମାନ କର୍ମଚାରୀମାନଙ୍କୁ ତାଲିମ ପ୍ରଦାନ କରାଯାଉଛି। ଏହାପରେ ଚଳିତ ମାସ ୧୫ରୁ ୨୧ ତାରିଖ ମଧ୍ୟରେ କର୍ମଚାରୀମାନେ ଜଙ୍ଗଲକୁ ଯାଇ ବାଘର ସ୍ଥିତି ଜାଣିବା ପାଇଁ ବିଭିନ୍ନ ପଦକ୍ଷେପ ନେବେ। ଏହି ସମୟରେ କର୍ମଚାରୀମାନେ ଜଙ୍ଗଲରେ ଟ୍ରାପ କ୍ୟାମେରା ଲଗାଇବେ। ପଗମାର୍କ ଓ ମଳ ନିଶାନ ବିଶ୍ଲେଷଣ କରିବେ।

5,005FansLike
2,475FollowersFollow
12,700SubscribersSubscribe

HOT NEWS

Breaking