ଭୁବନେଶ୍ୱର: ବାଘ ଶୂନ୍ୟ ହୋଇଯାଇଛି ସାତକୋଶିଆ କହିଲେ ପିସିସିଏଫ ପ୍ରେମ ଝା । ସାତକୋଶିଆକୁ ବର୍ତ୍ତମାନ କୌଣସି ବାଘ ଆଣିବାକୁ ଯୋଜନା ନାହିଁ । ଶିମିଳିପାଳରେ ବର୍ତ୍ତମାନ ବାଘଙ୍କ ସଂଖ୍ୟା ୩୦ ରହିଛି । ଶାବକଙ୍କୁ ୨ ବର୍ଷ ହେଲା ପରେ ଗଣନାରେ ସାମିଲ କରାଯିବ ।