31.1 C
Bhubaneswar
Wednesday, May 8, 2024
Homeଓଡିଶାଆଜି ପ୍ରବାଦ ପୁରୁଷ ବିଜୁ ପଟ୍ଟନାୟକଙ୍କ ଶ୍ରାଦ୍ଧ ବାର୍ଷିକୀ, ଶ୍ରଦ୍ଧାଞ୍ଜଳି ଜ୍ଞାପନ କଲେ ମୁଖ୍ୟମନ୍ତ୍ରୀ

ଆଜି ପ୍ରବାଦ ପୁରୁଷ ବିଜୁ ପଟ୍ଟନାୟକଙ୍କ ଶ୍ରାଦ୍ଧ ବାର୍ଷିକୀ, ଶ୍ରଦ୍ଧାଞ୍ଜଳି ଜ୍ଞାପନ କଲେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର : ଆଜି ପ୍ରବାଦ ପୁରୁଷ ବିଶିଷ୍ଟ ଜନନାୟକ ବିଜୁ ପଟ୍ଟନାୟକଙ୍କ  ଶ୍ରାଦ୍ଧ ବାର୍ଷିକୀ । କରୋନା ପାଇଁ ବିଜୁ ପଟ୍ଟନାୟକଙ୍କ ଏହି ଶ୍ରାଦ୍ଧ ବାର୍ଷିକୀ ରାଜ୍ୟବ୍ୟାପୀ ନିରାଡ଼ମ୍ବର ଭାବେ ପାଳନ କରାଯିବ। ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ବିଜୁ ବାବୁଙ୍କୁ ଶ୍ରଦ୍ଧାଞ୍ଜଳି ଜ୍ଞାପନ କରିଛନ୍ତି। ସେ ଟୁଇଟ୍ କରି ଶ୍ରଦ୍ଧାଞ୍ଜଳି ଜଣାଇଛନ୍ତି। ଏଥିରେ ସେ ଉଲ୍ଲେଖ କରିଛନ୍ତି ,‘ସବୁବେଳେ ଲୋକଙ୍କ ସହ ରହିବା ଏବଂ ପ୍ରତିଟି ଲୋକର କଲ୍ୟାଣ ଓ ଉନ୍ନତି ପାଇଁ କାର୍ଯ୍ୟ କରିବା ବିଜୁ ବାବୁଙ୍କ ମନ୍ତ୍ର ଥିଲା; ଯାହା ଲୋକଙ୍କ ସେବା ପାଇଁ ସର୍ବଦା ଆମକୁ ଅନୁପ୍ରାଣିତ କରିଆସିଛି। ସେହି ମହାନ ପୁଣ୍ୟାତ୍ମା, ଓଡ଼ିଶାର ବରପୁତ୍ର, ମହାନ ଜନନାୟକ ବିଜୁ ପଟ୍ଟନାୟକଙ୍କ ତିରୋଧାନ ଦିବସରେ ବିନମ୍ର ଶ୍ରଦ୍ଧାଞ୍ଜଳି ଜଣାଉଛି।
https://onakhabar.com/2020/04/17/yesterday-all-the-corona-test-negatives/

5,005FansLike
2,475FollowersFollow
12,700SubscribersSubscribe

Most Popular

HOT NEWS

Breaking