26.1 C
Bhubaneswar
Tuesday, October 22, 2024
Homeଓଡିଶାନୂଆବର୍ଷରୁ ଶ୍ରୀମନ୍ଦିରକୁ ପଲିଥିନ ଓ ପ୍ଲାଷ୍ଟିକ ମନା

ନୂଆବର୍ଷରୁ ଶ୍ରୀମନ୍ଦିରକୁ ପଲିଥିନ ଓ ପ୍ଲାଷ୍ଟିକ ମନା

ପୁରୀ : ନୂଆବର୍ଷରୁ ଶ୍ରୀମନ୍ଦିରକୁ ପଲିଥିନ ମନ।। ନୂଆବର୍ଷରୁ ଶ୍ରୀମନ୍ଦିରରେ ବନ୍ଦ ହେବ ପଲିଥିନ ଓ ପ୍ଲାଷ୍ଟିକା ନିୟମ କାର୍ଯ୍ୟକାରୀ କରିବାକୁ ଶ୍ରୀମନ୍ଦିର ପ୍ରଶାସନ ଅଣ୍ଟା ଭିଡିଛି। ଭୋଗେଇ,କାଠ ଚାଙ୍ଗୁଡିରେ ଭକ୍ତମାନେ ଫୁଲ ଓ ଭୋଗ ନେବେ। ୨୦୨୦ରୁ ଶ୍ରୀମନ୍ଦିରକୁ ପଲିଥିନ ମୁକ୍ତ କରିବାକୁ ପ୍ରୟାସ ହୋଇଥିଲ।।

ଏଣିକି ନୂଆବର୍ଷରୁ ଶ୍ରୀମନ୍ଦିରରେ ବନ୍ଦ ହେବ ପଲିଥିନ ଓ ପ୍ଲାଷ୍ଟିକ୍‌‌। ପଲିଥିନ ବଦଳରେ କାଗଜ ବ୍ୟାଗ,କଟନ ବ୍ୟାଗ୍‌‌, ଭୋଗେଇ, ବାଉଁଶ ଓ କାଠ ଚାଙ୍ଗୁଡିରେ ଭକ୍ତମାନେ ଫୁଲ ଓ ଭୋଗ ନେବାକୁ ବିଭିନ୍ନ ସେବାୟତ ନିୟୋଗ ଓ ଭକ୍ତଙ୍କୁ ଶ୍ରୀମନ୍ଦିର ମୁଖ୍ୟ ପ୍ରଶାସକ ଅନୁରୋଧ କରିଛନ୍ତି।

LEAVE A REPLY

Please enter your comment!
Please enter your name here

5,005FansLike
2,475FollowersFollow
12,700SubscribersSubscribe

Most Popular

HOT NEWS

Breaking