30.1 C
Bhubaneswar
Wednesday, February 11, 2026
Homeଓଡିଶାଆଜି ବିରୋଧୀ ଦଳ ନେତା ନବୀନ ପଟ୍ଟନାୟକଙ୍କ ୭୯ ତମ ଜନ୍ମଦିବସ

ଆଜି ବିରୋଧୀ ଦଳ ନେତା ନବୀନ ପଟ୍ଟନାୟକଙ୍କ ୭୯ ତମ ଜନ୍ମଦିବସ

ଭୁବନେଶ୍ୱର: ଆଜି ପୂର୍ବତନ ମୁଖ୍ୟମନ୍ତ୍ରୀ ତଥା ବିରୋଧୀ ଦଳ ନେତା ନବୀନ ପଟ୍ଟନାୟକଙ୍କ ୭୯ ତମ ଜନ୍ମଦିବସ। ଝଡ଼ର ଇଗଲ, ସାଢେ ଚାରିକୋଟି ଓଡ଼ିଆଙ୍କ ପ୍ରିୟ ନେତା ତଥା ଜନସେବାରେ ନିରନ୍ତର ନିଜକୁ ନିୟୋଜିତ ରଖୁଥିବା ନବୀନଙ୍କ ଜନ୍ମଦିବସ। ୧୯୪୬ ମସିହା ଆଜିର ଦିନରେ କଟକରେ ଜନ୍ମଗ୍ରହଣ କରିଥିଲେ ବିଜେଡି ସୁପ୍ରିମୋ।ନିଜର ନିଆରା ଓ ଭିନ୍ନ ରାଜନୀତି ପାଇଁ ସବୁବେଳେ ଚର୍ଚ୍ଚାରେ ଥିବା ନବୀନ ଏଥର ନିଜ ଜନ୍ମଦିନକୁ ଭିନ୍ନ ଢ଼ଙ୍ଗରେ ପାଳନ କରିବେ । ପାଖାପାଖଇ ୬ ମାସ ବ୍ୟବଧାନ ପରେ ସେ ସର୍ବସାଧାରଣ କାର୍ଯ୍ୟକ୍ରମରେ ସାମିଲ ହେବେ । ଭୁବନେଶ୍ବର ଏକାମ୍ର ନିର୍ବାଚନ ମଣ୍ଡଳୀରେ ଦଳୀୟ ପଦଯାତ୍ରାରେ ଯୋଗଦେଇ କର୍ମୀମାନଙ୍କୁ ଉତ୍ସାହିତ କରିବେ ।

5,005FansLike
2,475FollowersFollow
12,700SubscribersSubscribe

HOT NEWS

Breaking