26.1 C
Bhubaneswar
Friday, March 27, 2026
Homeଓଡିଶାଆଜି ବିଜେଡିର ପ୍ରତିଷ୍ଠା ଦିବସ: ନେତାଙ୍କୁ ଓ କର୍ମୀଙ୍କୁ ଗୁରୁମନ୍ତ୍ର ଦେବେ ନବୀନ

ଆଜି ବିଜେଡିର ପ୍ରତିଷ୍ଠା ଦିବସ: ନେତାଙ୍କୁ ଓ କର୍ମୀଙ୍କୁ ଗୁରୁମନ୍ତ୍ର ଦେବେ ନବୀନ

ଭୁବନେଶ୍ୱର: ଆଜି ବିଜୁ ଜନତା ଦଳର ୨୮ତମ ପ୍ରତିଷ୍ଠା ଦିବସ । ଦୀର୍ଘ ୨୪ ବର୍ଷ ଧରି ଶାସନରେ ରହିବା ପରେ ଏଥର ବିରୋଧୀ ଦଳ ଭାବେ ପ୍ରତିଷ୍ଠା ଦିବସ ପାଳିବ ବିଜେଡି । ଦଳୀୟ ନେତା ଓ କର୍ମୀ ମାନଙ୍କୁ ଗୁରୁମନ୍ତ୍ର ଦେବେ ଦଳର ସୁପ୍ରିମୋ ନବୀନ ପଟ୍ଟନାୟକ । ଶଙ୍ଖ ଭବନରେ ଆୟୋଜନ ହେବ ରାଜ୍ୟସ୍ତରୀୟ କାର୍ଯ୍ୟକ୍ରମ। ସରକାରରୁ ଯିବା ପରେ ବର୍ତ୍ତମାନ ବିଜେଡି ଆଗରେ ଅନେକ ଆହ୍ବାନ ସୃଷ୍ଟି ହୋଇଛି । ନିର୍ବାଚନରେ ପରାଜୟ ପରେ ବଡ ଆହ୍ବାନର ସମ୍ମୁଖୀନ ହେଉଛି ବିଜେଡି । ଆଗାମୀ ଦିନରେ କେନ୍ଦ୍ର ଓ ରାଜ୍ୟ ସରକାରଙ୍କ ବିରୋଧରେ ବିଜେଡିର ଆଭିମୁଖ୍ୟ କଣ ରହିବ ସେନେଇ ବାର୍ତ୍ତା ଦେଇପାରନ୍ତି ନବୀନ।

5,005FansLike
2,475FollowersFollow
12,700SubscribersSubscribe

HOT NEWS

Breaking