ଆଜି ରାଜଧାନୀ ଭୁବନେଶ୍ୱରର ପ୍ରତିଷ୍ଠା ଦିବସ

ଭୁବନେଶ୍ୱର : ଆଜି ରାଜଧାନୀ ଭୁବନେଶ୍ୱରର ପ୍ରତିଷ୍ଠା ଦିବସ। ୭୬ ବର୍ଷରେ ପାଦ ଥାପିଛି ରାଜଧାନୀ। ଟେମ୍ପଲ ସିଟିରୁ ସ୍ମାର୍ଟ ସିଟିର ଏ ଲମ୍ବା ଯାତ୍ରା ଭିତରେ ବଢିଛି ସହରର କାୟା, ବଦଳିଛି ପରିବେଶ। ସବୁଜ ବଳୟରୁ କଂକ୍ରିଟ ଜଙ୍ଗଲରେ ପରିଣତ ହୋଇଛି ରାଜଧାନୀ।ରାସ୍ତାଘାଟଠୁ ନେଇ ଆଲୋକୀକରଣ, ଲୋକଙ୍କ ଜୀବନଶୈଳୀ ସବୁକିଛି ବଦଳିଛି। ଏ ୭୬ ବର୍ଷ ମଧ୍ୟରେ ଐତିହ୍ୟ ସହର ଭାବେ ପରିଚିତ ଭୁବନେଶ୍ୱର, ଏବେ ଅତ୍ୟାଧୁନିକ ସ୍ୱାସ୍ଥ୍ୟସେବା, ଶିକ୍ଷା ଏବଂ ସ୍ପୋଟର୍ସର ହବ୍ ଭାବେ … Continue reading ଆଜି ରାଜଧାନୀ ଭୁବନେଶ୍ୱରର ପ୍ରତିଷ୍ଠା ଦିବସ