ଆଜି ପବିତ୍ର ଅଶୋକାଷ୍ଟମୀ, ଗଡିବ ଶ୍ରୀ ଲିଙ୍ଗରାଜଙ୍କ ରୁକୁଣା ରଥ

୧୨ଟା୩୦ରୁ ପହଣ୍ଡି, ୩ଟା୩୦ରୁ ଗଡିବ ରଥ ଭୁବନେଶ୍ୱର: ଆଜି ପବିତ୍ର ଅଶୋକାଷ୍ଟମୀ । ପ୍ରଭୁ ଲିଙ୍ଗରାଜଙ୍କ ରୁକୁଣା ରଥଯାତ୍ରା ଅନୁଷ୍ଠିତ ହୋଇଯାଇଛି । ତେବେ ପ୍ରଭୁଙ୍କର ରଥନିର୍ମାଣ କାର୍ଯ୍ୟ ସମ୍ପନ୍ନ ହୋଇଛି । ଅଶୋକାଷ୍ଟମୀ ତିଥିରେ ଲିଙ୍ଗରାଜଙ୍କ ରୁକୁଣା ରଥ ଯାତ୍ରା ଆରମ୍ଭ ହୋଇ ୫ ଦିନ ଧରି ଚାଲିବ । ଏଥିପାଇଁ ସମସ୍ତ ନୀତି ନିର୍ଘଣ୍ଟ ଚୂଡ଼ାନ୍ତ ହୋଇଛି । ଭୋର ୫ଟାରୁ ୫ଟା ୩୦ ପର୍ଯ୍ୟନ୍ତ ଶ୍ରୀ ଲିଙ୍ଗରାଜଙ୍କ ମଙ୍ଗଳ ଆଳତୀ ଓ ଅବକାଶ … Continue reading ଆଜି ପବିତ୍ର ଅଶୋକାଷ୍ଟମୀ, ଗଡିବ ଶ୍ରୀ ଲିଙ୍ଗରାଜଙ୍କ ରୁକୁଣା ରଥ