33.1 C
Bhubaneswar
Tuesday, May 21, 2024
Homeପଣା ସ୍ରଂକାନ୍ତି - ୨୦୨୪ଆଜି ପବିତ୍ର ‘ପଣା ସଂକ୍ରାନ୍ତି’

ଆଜି ପବିତ୍ର ‘ପଣା ସଂକ୍ରାନ୍ତି’

ଭୁବନେଶ୍ୱର : ଓଡ଼ିଆ ପରମ୍ପରାନୁଯାୟୀ ଏହି ଦିନଠାରୁ ନୂତନ ବର୍ଷ ଆରମ୍ଭ ହୋଇଥାଏ। ଏହାଛଡ଼ା ଏହି ଦିନକୁ ହନୁମାନ ଜୟନ୍ତୀ, ମହାବିଷୁବ ସଂକ୍ରାନ୍ତି ଭାବେ ମଧ୍ୟ ପାଳନ କରାଯାଇଥାଏ। ଓଡ଼ିଆ ସଂସ୍କୃତି ଓ କାଳ ଗଣନାରେ ଗୋଟିଏ ବର୍ଷ ବୈଶାଖରୁ ଆରମ୍ଭ ହୋଇ ଚୈତ୍ରରେ ସମାପ୍ତ ହୋଇଥାଏ। ସେହିଭଳି ଜ୍ୟୋତିଷ ଗଣନା ଅନୁଯାୟୀ ଏହି ଦିନକୁ ମେଷ ସଂକ୍ରାନ୍ତି ବୋଲି କୁହାଯାଏ। ମେଷ ମାସର ସଂକ୍ରାନ୍ତି ତଥା ମହାବିଷୁବ ପଣାସଂକ୍ରାନ୍ତି। ଏହିଦିନଠାରୁ ୧ ମାସ ପର୍ଯ୍ୟନ୍ତ ସୂର୍ଯ୍ୟଦେବ ମେଷ ରାଶିରେ ଅବସ୍ଥାନ କରିଥାନ୍ତି। ଦୋଳପୂର୍ଣ୍ଣିମାରେ ଦୋଳଗୋବିନ୍ଦଙ୍କ ନିକଟରେ ସମର୍ପଣ ହୋଇଥିବା ପାଞ୍ଜି ପଣାସଂକ୍ରାନ୍ତିରୁ ପ୍ରଚଳନ ହୋଇଥାଏ।

LEAVE A REPLY

Please enter your comment!
Please enter your name here

5,005FansLike
2,475FollowersFollow
12,700SubscribersSubscribe

Most Popular

HOT NEWS

Breaking