21.1 C
Bhubaneswar
Friday, February 6, 2026
Homeଓଡିଶାଆଜି ପବିତ୍ର ବିଜୟାଦଶମୀ: ସୁନାବେଶରେ ଭକ୍ତଙ୍କୁ ଦର୍ଶନ ଦେବେ ଚତୂର୍ଦ୍ଧାମୂର୍ତ୍ତି

ଆଜି ପବିତ୍ର ବିଜୟାଦଶମୀ: ସୁନାବେଶରେ ଭକ୍ତଙ୍କୁ ଦର୍ଶନ ଦେବେ ଚତୂର୍ଦ୍ଧାମୂର୍ତ୍ତି

ପୁରୀ: ଆଜି ହେଉଛି ପବିତ୍ର ବିଜୟାଦଶମୀ ଅର୍ଥାତ ଦଶହରା ପର୍ବ। ପୀଠରୁ ପୂଜା ମଣ୍ଡପ ସବୁଠି ଚାଲିଛି ମାଙ୍କ ବିଜୟା ଦଶମୀ ଦଶହରା ପର୍ବ। ଆଜି ଶ୍ରୀମନ୍ଦିରରେ ମହାପ୍ରଭୁଙ୍କ ରାଜ୍ ରାଜେଶ୍ୱରୀ ବେଶ ।  ସୁବର୍ଣ୍ଣ ବେଶରେ ଭକ୍ତଙ୍କୁ ଦର୍ଶନ ଦେବେ ମହାପ୍ରଭୁ ।  କିରିଟି, ଚୂଳ, ଚନ୍ଦ୍ରିକା, ଆଡକାନି, ଚନ୍ଦ୍ରସୂର୍ଯ୍ୟ , ଶ୍ରୀଭୁଜ, ଶ୍ରୀପୟର, ଘାଗଡା ମାଳି ଆଦି ସ୍ୱର୍ଣ୍ଣାଳଙ୍କାରରେ ବିଭୁଷିତ ହେବେ ଜଗତ ଠାକୁର। ସକାଳ ଧୂପ ପରେ ଆୟୁଧ ମାନଙ୍କର ମାଜଣା ପୁଜା ସରିବା ପରେ ମହାପ୍ରଭୁ ଆୟୁଧ ଧାରଣ କରିବେ। ଶ୍ରୀମନ୍ଦିରରେ ଅବକାଶ ନିତି ପରେ ଶ୍ରୀଜୀଉଙ୍କର ସୁନାବେଶ ଅନୁଷ୍ଠିତ ହେବ।  ମହାପ୍ରଭୁଙ୍କର ଏହି ସୁନାବେଶ ଦର୍ଶନ କଲେ କୋଟି ଜନ୍ମର ପୁଣ୍ୟ ମିଳିଥାଏ ବୋଲି ବିଶ୍ୱାସ ରହିଛି । ଅନ୍ୟପଟେ  ପରମ୍ପରା ମୁତାବକ କାକୁଡିଖାଇଙ୍କୁ ଆଜି  ବିସର୍ଜନ କରାଯିବ ।

5,005FansLike
2,475FollowersFollow
12,700SubscribersSubscribe

HOT NEWS

Breaking