ଆଜି ସରୁଛି ଦ୍ୱିତୀୟ ଡେଡ୍‌ଲାଇନ, ଆଉ କେଉଁଠି ବି ଚଳିବନି ୨୦୦୦ ଟଙ୍କିଆ ନୋଟ୍

ନୂଆଦିଲ୍ଲୀ : ଆଜି ସରୁଛି ୨ ହଜାର ଟଙ୍କିଆ ନୋଟ୍ ବଳଦ ଅବଧି । ଦୁଇ ହଜାର ଟଙ୍କିଆ ଫେରାଇବା ଲାଗି ଭାରତୀୟ ରିଜର୍ଭ ବ୍ୟାଙ୍କ ଯେଉଁ ଦ୍ବିତୀୟ ସୁଯୋଗ ଦେଇଥିଲା ତାହା ଆଜି ଶେଷ ହେଉଛି। ଆରବିଆଇ ଗଭର୍ଣ୍ଣର ଶକ୍ତିକାନ୍ତ ଦାସ କହିଛନ୍ତି ଏବେବି ୧୨ ହଜାର କୋଟି ଟଙ୍କାର ୨ ହଜାର ଟଙ୍କିଆ ନୋଟ୍ ବ୍ୟାଙ୍କଗୁଡ଼ିକ ପାଖକୁ ଫେରିନାହିଁ। ଚଳିତ ବର୍ଷ ମେ’ ୧୯ରେ ଦୁଇ ହଜାର ଟଙ୍କିଆ ପ୍ରତ୍ୟାହାର କରିବା ବିଷୟରେ ରିଜର୍ଭ … Continue reading ଆଜି ସରୁଛି ଦ୍ୱିତୀୟ ଡେଡ୍‌ଲାଇନ, ଆଉ କେଉଁଠି ବି ଚଳିବନି ୨୦୦୦ ଟଙ୍କିଆ ନୋଟ୍