26.1 C
Bhubaneswar
Wednesday, March 25, 2026
Homeଓଡିଶାଆଜି ବର୍ଷର ସବୁଠାରୁ ଛୋଟ ଦିନ

ଆଜି ବର୍ଷର ସବୁଠାରୁ ଛୋଟ ଦିନ

ଭୁବନେଶ୍ୱର : ଆଜି ଦିନ  ହେବ ଛୋଟ   ା ରାତି ହେବ ଲମ୍ବା । ରାଜଧାନୀ ଭୁବନେଶ୍ୱରରେ ଦିନର ଲମ୍ବ ପ୍ରାୟ ୧୦ ଘଣ୍ଟା ୫୪ ମିନିଟ ୨୪  ସେକେଣ୍ଡ ରହିବ ।  ଆଉ ଦୀର୍ଘତମ ରାତିପ୍ରାୟ ୧୩ ଘଣ୍ଟା ୫ ମିନିଟ୍ ୩୬ ସେକେଣ୍ଡ ହେବ। ଏନେଇ ସୂଚନା ଦେଇଛନ୍ତି ମହାକାଶ ବିଜ୍ଞାନୀ ଡକ୍ଟର ଶୁଭେନ୍ଦୁ ପଟ୍ଟନାୟକ। ପ୍ରତିବର୍ଷ ଡିସେମ୍ୱର ୨୨ରୁ ସୂର‌୍ୟ୍ୟଙ୍କର ଉତ୍ତରାୟଣ ଗତି ହୋଇଥାଏ। ପ୍ରାୟତଃ ଭୁବନେଶ୍ୱରରେ ଡିସେମ୍ବର ୧୫ରୁ ୨୭ ତାରିଖ ଯାଏ ପ୍ରାୟ ୧୨ ଦିନ ଧରି ଦିନର ଲମ୍ବ ୧୦ ଘଣ୍ଟା ୫୪ ମିନିଟ୍ ଏବଂ ରାତି ପ୍ରାୟ ୧୩ ଘଣ୍ଟା ୫ ମିନିଟ୍ ହୋଇଥାଏ।

 

5,005FansLike
2,475FollowersFollow
12,700SubscribersSubscribe

HOT NEWS

Breaking