22.1 C
Bhubaneswar
Saturday, March 22, 2025
Homeଦେଶ ବିଦେଶଆଜି ବିଶ୍ୱ କର୍କଟ ଦିବସ

ଆଜି ବିଶ୍ୱ କର୍କଟ ଦିବସ

ନୂଆଦିଲ୍ଲୀ :ଆଜି ବିଶ୍ୱ କର୍କଟ ଦିବସ । ଫେବୃଆରୀ ୪ ତାରିଖକୁ ବିଶ୍ୱ କର୍କଟ ଦିବସ ରୂପେ ପାଳନ କରାଯାଏ । କର୍କଟ ରୋଗର ଭୟାବହତା ଓ ଏହାକୁ ନେଇ ଲୋକଙ୍କୁ ସଚେତନ କରାଇବା ହେଉଛି ଏହି ଦିବସର ମୂଳ ଲକ୍ଷ୍ୟ । ଖାଲି ସେତିକି ନୁହେଁ ଏନେଇ ଲୋକମାନେ କିପରି ସଚେତନ ହେବା ସହ ତମାଖୁ ଠାରୁ ଦୂରରେ ରହିପାରିବେ ସେନେଇ ବିଶ୍ୱ ସ୍ୱାସ୍ଥ୍ୟ ସଂଗଠନ ବିଭିନ୍ନ ରାଷ୍ଟ୍ର ମାନଙ୍କୁ ସଚେତନ କରିଆସୁଛି । ୨୦୨୨-୨୩ ଓ ୨୦୨୪ ପାଇଁ  ଥିମ୍ ରହିଛି ‘କ୍ଲୋଜ୍ ଦି କେୟାର ଗ୍ୟାପ୍’ ।

LEAVE A REPLY

Please enter your comment!
Please enter your name here

5,005FansLike
2,475FollowersFollow
12,700SubscribersSubscribe

Most Popular

HOT NEWS

Breaking