ଆଜି ଶ୍ରୀମନ୍ଦିରରେ ମହାପ୍ରଭଙ୍କୁ ଖସାପଡ଼ା ନୀତି, ୪ ଘଣ୍ଟା ବନ୍ଦ ରହିବ ସର୍ବସାଧାରଣ ଦର୍ଶନ

ପୁରୀ: ଆଜି ଶ୍ରୀମନ୍ଦିର ମହାପ୍ରଭଙ୍କୁ ଖସାପଡ଼ା ନୀତି ସମ୍ପନ୍ନ ହେବ। ଏହା ଶ୍ରୀଜିଉଙ୍କ ଗୁପ୍ତ ସେବା ହୋଇଥିବାରୁ ଏହି ସେବା ସମୟରେ ଠାକୁରଙ୍କ ଦର୍ଶନ ବାରଣ କରାଯାଇଛି । ଏଥିପାିର୍ ଅପରାହ୍ନରେ ୪ଟାରୁ ରାତି ୮ଟା ପର୍ଯ୍ୟନ୍ତ ଶ୍ରୀମନ୍ଦିରରେ ସର୍ବସାଧାରଣ ଦର୍ଶନ ବନ୍ଦ ରହିବ। ଖସାପଡ଼ା ନୀତି ମହାପ୍ରଭଙ୍କୁ ଗପ୍ତ ସେବା। ଏହି ସମୟରେ ଠାକୁରଙ୍କ ଦର୍ଶନକୁ ବାରଣ କରାଯାଇଥାଏ। ଖସାପଡ଼ା ନୀତି ଦ୍ୱାରା ଦାରୁ ବିଗ୍ରହଙ୍କ ଶ୍ରୀଅଙ୍ଗ ସୁରକ୍ଷା ହୋଇଥାଏ । ଦଇତାପତିମାନେ ସେବକମାନେ ଶ୍ରୀବିଗ୍ରହଙ୍କ … Continue reading ଆଜି ଶ୍ରୀମନ୍ଦିରରେ ମହାପ୍ରଭଙ୍କୁ ଖସାପଡ଼ା ନୀତି, ୪ ଘଣ୍ଟା ବନ୍ଦ ରହିବ ସର୍ବସାଧାରଣ ଦର୍ଶନ