ଆଜି ଶ୍ରୀମନ୍ଦିରରେ ଶ୍ରୀଜୀଉଙ୍କ କାଳୀୟଦଳନ ବେଶ

ପୁରୀ : ଆଜି ଶ୍ରୀମନ୍ଦିରରେ ଶ୍ରୀଜୀଉଙ୍କ କାଳୀୟଦଳନ ବେଶ ଓ ଧେନୁକାସୁର ବଧ ପ୍ରସ୍ତାବ ଅନୁଷ୍ଠିତ ହେବ। ଭାଦ୍ରବ କୃଷ୍ଣ ପକ୍ଷ ଏକାଦଶୀ ତିଥିରେ ମହାପ୍ରଭୁଙ୍କର ଏହି ବେଶ ଅନୁଷ୍ଠିତ ହୋଇଥଏ । ବୁଧବାର ଠାକୁରଙ୍କ ବଣଭୋଜି ବେଶ, କୋଳିବିକା, ବକାସୁର ଓ ଅର୍ଘ୍ୟଅସୁର ବଧ ନିତି ଅନୁଷ୍ଠିତ ହୋଇଥିଲା। ଏହି ଅବସରରେ ମହାପ୍ରଭୁ ବାଳଗୋପାଳ ଓ ବଡ଼ଠାକୁର ବଳରାମ ବେଶ ହୋଇଥିଲେ। କିନ୍ତୁ ଆଜି ଶ୍ରୀମନ୍ଦିରରେ ମଧ୍ୟାହ୍ନ ଧୂପ ବଢିବା ପରେ ମଦନମୋହନ ଓ ରାମକୃଷ୍ଣଙ୍କୁ … Continue reading ଆଜି ଶ୍ରୀମନ୍ଦିରରେ ଶ୍ରୀଜୀଉଙ୍କ କାଳୀୟଦଳନ ବେଶ