28.9 C
Bhubaneswar
Thursday, May 15, 2025
Homeଓଡିଶାଆଜି ଦେଶରେ କୋଭିଡ୍‌-୧୯ ସଂକ୍ରମଣ ସଂଖ୍ୟା ୮୨: ଆକ୍ରାନ୍ତଙ୍କ ସଂଖ୍ୟା ୧୮୩୭

ଆଜି ଦେଶରେ କୋଭିଡ୍‌-୧୯ ସଂକ୍ରମଣ ସଂଖ୍ୟା ୮୨: ଆକ୍ରାନ୍ତଙ୍କ ସଂଖ୍ୟା ୧୮୩୭

ନୂଆଦିଲ୍ଲୀ: ଆଜି ଦେଶରେ ଦୈନିକ କୋଭିଡ୍‌-୧୯ ସଂକ୍ରମଣ ସଂଖ୍ୟା ୧୦୦ ତଳକୁ ଚାଲି ଆସିଥିବା ବେଳେ ସକ୍ରିୟ ଆକ୍ରାନ୍ତଙ୍କ ସଂଖ୍ୟା ୧୮୩୭କୁ ଚାଲି ଆସିଥିବା କଥା କେନ୍ଦ୍ର ସ୍ବାସ୍ଥ୍ୟ ମନ୍ତ୍ରାଳୟ ସୂଚନାରୁ ଜଣାପଡ଼ିଛି। କେନ୍ଦ୍ର ସ୍ୱାସ୍ଥ୍ୟ ମନ୍ତ୍ରାଳାୟ ତଥ୍ୟ ଅନୁସାରେ, ସୋମବାର ସକାଳ ୮ଟା ସୁଦ୍ଧା ସମଗ୍ର ଦେଶରେ ୨୪ ଘଣ୍ଟା ମଧ୍ୟରେ ୮୨ କରୋନାଭାଇରସ୍‌ଜନିତ ନୂତନ ସଂକ୍ରମଣ ରେକର୍ଡ କରାଯାଇଛି। ସ୍ୱାସ୍ଥ୍ୟ ମନ୍ତ୍ରାଳୟ ତଥ୍ୟ ଅନୁସାରେ, ଗତକାଲି ସନ୍ଧ୍ୟା ୬ଟା ସୁଦ୍ଧା ସମୁଦାୟ ୨,୨୦,୬୨,୯୮,୧୦୧ ହିତାଧିକାରୀଙ୍କୁ ଟିକା ଦିଆଯାଇଛି। ‘ଆଇସିଏମ୍ଆର୍’ ରିପୋର୍ଟ ଅନୁସାରେ, କୋଭିଡ୍-୧୯ ନିଦାନ ଗତକାଲି ପରୀକ୍ଷା କରାଯାଇଛି ୫୯,୦୩୭ଟି ନମୁନା।

LEAVE A REPLY

Please enter your comment!
Please enter your name here

5,005FansLike
2,475FollowersFollow
12,700SubscribersSubscribe

Most Popular

HOT NEWS

Breaking