ଆଜି ଦେଶରେ ଦୈନିକ କୋଭିଡ୍‌-୧୯ ସଂକ୍ରମଣ ସଂଖ୍ୟା ୧୦,୦୦୦ ଉପରେ ୯୩ ହଜାର ଟପିଲା ସକ୍ରିୟ ଆକ୍ରାନ୍ତଙ୍କ ସଂଖ୍ୟା

ନୂଆଦିଲ୍ଲୀ : ଦେଶରେ ଗତ କିଛି ଦିନ ମଧ୍ୟରେ ଆକ୍ରାନ୍ତଙ୍କ ସଂଖ୍ୟା ବୃଦ୍ଧି ପାଉଥିବା ଦେଖାଯାଉଛି। ଗତକାଲି ଅପେକ୍ଷା ଆଜି ଆକ୍ରାନ୍ତଙ୍କ ସଂଖ୍ୟାରେ ସାମାନ୍ୟ ହ୍ରାସ ହୋଇଛି। ଗତ ୨୪ ଘଣ୍ଟାରେ ଆଉ ୧୦ ହଜାର ୯୩ ନୂଆ ସଂକ୍ରମିତ ଚିହ୍ନଟ ହୋଇଛନ୍ତି। ଏହା ସହ ସକ୍ରିୟ ଆକ୍ରାନ୍ତଙ୍କ ସଂଖ୍ୟା ୫୭ ହଜାର ୫୪୨କୁ ବୃଦ୍ଧି ପାଇଛି। କେନ୍ଦ୍ର ସ୍ୱାସ୍ଥ୍ୟ ମନ୍ତ୍ରଣାଳୟ ପକ୍ଷରୁ ମିଳୁଥିବା ସୂଚନା ଅନୁଯାୟୀ, ଦିନକରେ ୧୯ ଜଣଙ୍କ ମୃତ୍ୟୁ ଘଟିଛି। ଏମାନଙ୍କ ମଧ୍ୟରୁ … Continue reading ଆଜି ଦେଶରେ ଦୈନିକ କୋଭିଡ୍‌-୧୯ ସଂକ୍ରମଣ ସଂଖ୍ୟା ୧୦,୦୦୦ ଉପରେ ୯୩ ହଜାର ଟପିଲା ସକ୍ରିୟ ଆକ୍ରାନ୍ତଙ୍କ ସଂଖ୍ୟା