24.1 C
Bhubaneswar
Monday, April 6, 2026
Homeଓଡିଶାଆଜି ହେବ ରତ୍ନ ଭଣ୍ଡାର ଯାଞ୍ଚ

ଆଜି ହେବ ରତ୍ନ ଭଣ୍ଡାର ଯାଞ୍ଚ

ପୁରୀ : ଆଜି ଏଏସଆଇ ପକ୍ଷରୁ ରତ୍ନଭଣ୍ଡାରର ପ୍ରାରମ୍ଭିକ ନିରୀକ୍ଷଣ ଓ ବୈଷୟିକ ଯାଞ୍ଚ କରାଯିବ। ଏଏସଆଇ ଅତିରିକ୍ତ ମହା ନିର୍ଦ୍ଦେଶକଙ୍କ ନେତୃତ୍ୱରେ ଆଜି ଗୋଟିଏ ଦିନ ହେବ ଯାଞ୍ଚ। ଏଏସଆଇ ଓ ଶ୍ରୀମନ୍ଦିର ପ୍ରଶାସନର ୨୬ ଜଣିଆ ମିଳିତ ଟିମ୍ ସାମିଲ ହେବେ। ଏସଓପି ଅନୁସାରେ ରତ୍ନଭଣ୍ଡାର ଯାଞ୍ଚ ବେଳେ ଶ୍ରୀଜିଉଙ୍କ ନୀତିକାନ୍ତିରେ ଯେପରି ବ୍ୟାଘାତ ନ ଘଟେ, ସେଥିପାଇଁ ବିଶେଷ ନୀତି ନିର୍ଘଣ୍ଟ ପ୍ରସ୍ତୁତ କରାଯାଇଛି। ଅପରାହ୍ନ ଗୋଟାଏରୁ ନିରୀକ୍ଷଣ କାର୍ଯ୍ୟ ସରିବା ପର୍ୟ୍ୟନ୍ତ ସର୍ବସାଧାରଣ ଦର୍ଶନ ବନ୍ଦ ରହିବ। ଭକ୍ତମାନେ ସିଂହଦ୍ୱାର ପଟେ ବାଇଶି ପାହାଚଦେଇ ଆନନ୍ଦ ବଜାରରୁ ମହାପ୍ରସାଦ କିଣି ଉତ୍ତର ଦ୍ୱାର ପଟେ ପ୍ରସ୍ଥାନ କରିବେ।

5,005FansLike
2,475FollowersFollow
12,700SubscribersSubscribe

HOT NEWS

Breaking